Odia News Portal

ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର() ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ…

ୟୁପିକୁ ସମ୍ଭାଳି ପାରୁନ ଯଦି ମଠକୁ ଫେରିଯାଅ

ଲକ୍ଷ୍ନୌ()  ବହୁଜନ ସମାଜବାଦୀ ପାର୍ଟି(ବିଏସପି) ସୁପ୍ରିମୋ ମାୟାବତୀ ଗୁରୁବାର ରାଜ୍ୟର ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ହାଥରସ୍ ଓ ବଳରାମପୁର ମାମଲାକୁ ଦୁଃଖଦ କହିବା ସହିତ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ  ଯୋଗୀ ଆଦିତ୍ୟନାଥ ଉତ୍ତର ପ୍ରଦେଶକୁ ସମ୍ଭାଳି ପାରୁନାହାନ୍ତି। ସେ…

ପ୍ରିୟଙ୍କା ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ଅଟକ ରଖିଲା ପୋଲିସ

ୟୁପି()  ହାଥରସ ଗଣଦୁଷ୍କର୍ମ ପୀଡିତାଙ୍କୁ ନ୍ୟାୟ ଦେବା ପାଇଁ ଆଜି ସାରା ଦେଶରେ ସ୍ୱର ଉଠିଛି । ଏହାରି ମଧ୍ୟରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ପଦଯାତ୍ରାରେ ହାଥରସ ଅଭିମୁଖେ ବାହାରିଥିଲେ । ଯମୁନା ଗ୍ରେଟର ନୋଏଡା ଏକ୍ସପ୍ରେସ ୱେରେ ରାହୁଲ ଓ…

ବିଜେପିର ୩୯ ଜଣିଆ କମିଟି ଗଠନ

ଭୁବନେଶ୍ୱର() ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପରିଚାଳନା ପାଇଁ ରାଜ୍ୟ ବିଜେପି ପକ୍ଷରୁ ଦୁଇଟି କମିଟି ଗଠନ କରାଯାଇଛି । ବାଲେଶ୍ୱର ପାଇଁ ୧୬ ଜଣ ଓ ତିର୍ତ୍ତୋଲ ପାଇଁ ୨୩ ଜଣଙ୍କ ନାମ ଏହି କମିଟିରେ ରହିଛି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିଦେ୍ର୍ଧଶ କ୍ରମେ ନାମ ଚୂଡ଼ାନ୍ତ…

ସୁରକ୍ଷା ବ୍ୟବସ୍ଥାରେ କୌଣସି ତ୍ରୁଟି ହୋଇନାହିଁ

ଭୁବନେଶ୍ୱର() ବିଧାନସଭା ଗେଟ ସମ୍ମୁଖରେ ହାଇଡ୍ରାମା । ମା’ ବେକରେ ଛୁରି ଲଗାଇ ଆତ୍ମହତ୍ୟାର ଧମକ ଦେଇଥିଲା ପୁଅ । ଉତ୍ତେଜନା ପରେ ଉଭୟ ମା ଓ ପୁଅକୁ ଉଠାଇ ନେଇଛି ପୋଲିସ । ଘରୋଇ କଳହ ପରେ ଛୁରି ଲଗାଇ ଆତ୍ମହତ୍ୟା ଧମକ ଦେଇଥିବା ସୂଚନା ମିଳିଛି । ବିଧାନସଭା ସମ୍ମୁଖରେ ଯୁବକଙ୍କ…

ବିପିଏଲ ପରିବାରଙ୍କ ପାଇଁ ବିଦୁ୍ୟତ ଶୁଳ୍କ ବଢିନାହିଁ

ଭୁବନେଶ୍ୱର() ରାଜ୍ୟର କୃଷକ, ବିପିଏଲ ପରିବାରଙ୍କ ପାଇଁ ବିଦୁ୍ୟତ ଶୁଳ୍କ ବଢିନାହିଁ ବୋଲି ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି । ବିଧାନସଭାରେ ବିଜୁଳି ଦର ସମ୍ପର୍କିତ ମୁଲତବୀ ନୋଟିିସ ଆଲୋଚନାବେଳେମ ମନ୍ତ୍ରୀ ଶ୍ରୀ ମିଶ୍ର ଏହା କହିଛନ୍ତି । ସେ କହିଛନ୍ତି ଯେ, ସବୁ ଦିଗକୁ…

ବିଧାନସଭା ସାମ୍ନାରେ ମହିଳାଙ୍କ ବେକରେ ଛୁରି ଲଗାଇଲା ଯୁବକ

ଭୁବନେଶ୍ୱର()  ବିଧାନସଭା  ଅଧିବେଶନ ଚାଲିଥିବାବେଳେ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ଏହା ସତ୍ତ୍ୱେ ଗୁରୁବାର ବିଧାନସଭା ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି ।  ବିଧାନସଭା ସାମ୍ନା ପିଏମଜିରେ ଜଣେ ଯୁବକ ହାଇଡ୍ରାମା କରିଛନ୍ତି ।  ଜଣେ ମହିଳାଙ୍କ…

ଆଜି ୧୭ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଉ ୩୬୧୫ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ୬୭୧

ଭୁବନେଶ୍ୱର()  ରାଜ୍ୟରେ ଆଉ ୩୬୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୧୧୮ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୯୭ ଜଣ ଆକ୍ରାନ୍ତ ହୋଇଛନ୍ତି  । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୨ ହଜାର ୭୩୪ରେ ପହଞ୍ଚିଛି ।…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର()  ଆଜି ହେଉଛି ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ । ବରିଷ୍ଠ ନାଗରିକ ଦିବସରେ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋରୋନା କାଳରେ ବରିଷ୍ଠ ନାଗରିକଙ୍କ ଯତ୍ନ ନେବାକୁ ସେ ଆହ୍ୱାନ କରିଛନ୍ତି । ରୋଗ ପ୍ରତିରୋଧକ ଶକ୍ତି ହ୍ରାସ କାରଣରୁ…