ଆଜି ୪୮୦ ପଜିଟିଭ୍, ୬ ମୃତ
ଭୁବନେଶ୍ବର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ…
