ଆଉ ୩୪୪୩ ପଜିଟିଭ, ଖୋର୍ଦ୍ଧାରୁ ୬୦୧
ଭୁବନେଶ୍ୱର() ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୦୧୭ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୪୨୬ ଜଣ ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୧୯ ହଜାର ୧୧୯ରେ ପହଞ୍ଚିଛି ।…
