ଦିଲ୍ଲୀରେ ହାଜର ହେବେ IAS ବିଷ୍ଣୁପଦ
ବିଷ୍ଣୁପଦ ସେଠୀ-ଚଞ୍ଚଲ ମୁଖାର୍ଜୀ ଲିଙ୍କର ଆସିଲା ବଡ଼ ଅପଡେଟ୍ । ଦିଲ୍ଲୀରେ ହାଜର ହୋଇପାରନ୍ତି IAS ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ CBIକୁ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି । ତଦନ୍ତରେ ସହଯୋଗ କରି ସମସ୍ତ ତଥ୍ୟ ରଖିବେ ହେଲେ ଭୁବନେଶ୍ବର ନୁହେଁ ଦିଲ୍ଲୀରେ ହାଜର ପାଇଁ ସେ!-->…
