କର୍ମୀଙ୍କ ସୁଖଦୁଃଖ ବୁଝିବା କଣ ଭୁଲ ?
ଭୁବନେଶ୍ୱର() ନୟାଗଡ଼ ଜିଲ୍ଲା ଯଦୁପୁର ଗ୍ରାମର ପରୀ ହତ୍ୟାକାଣ୍ଡ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରକୃତ ହତ୍ୟାକାରୀକୁ ନ ଧରି କେସ ର ମୋଡ଼ ବଦଳାଇବାରେ ଲାଗିଛନ୍ତି। ମନ୍ତ୍ରୀ ଅରୁଣ ସାହୁ ଜଣେ ଲୋକପ୍ରିୟ ନେତା ଭାବରେ ସାରା ଓଡିଶା ରେ ପରିଚିତ । ସେ ସଦାବେଳେ ନିଜ କର୍ମୀଙ୍କୁ ଆହ୍ୱାନ ଦିଅନ୍ତି…
