ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା
ଭୁବନେଶ୍ୱର() ରାଜ୍ୟରେ ହୋଇ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ମନ୍ତ୍ରୀଠାରୁ ଆରମ୍ଭ କରି ବିଧାୟକ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନାରେ ସଂକ୍ରମିତ ହୋଇଛନ୍ତି ।…
