ରାଜ୍ୟରେ ଆଉ ୩୨୫ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ
ଆଜି ରାଜ୍ୟରେ ୩୨୫ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି |ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି | ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲା ବେଳେ ୧୩୮ଟି ହେଉଛନ୍ତି ଲୋକାଲ୍ କେସ୍।
୨୪ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ!-->!-->!-->…
