ଆଇପିଏସ ସ୍ତରରେ ଅଦଳବଦଳ
ଭୁବନେଶ୍ୱର() ରାଜ୍ୟ ସରକାର ଆଇପିଏସସ୍ତରରେ ଅଦଳବଦଳ କରିଛନ୍ତି । ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
କେନ୍ଦ୍ରୀୟ ଡେପୁଟେସନରୁ ଆସିବା ପରେ ୧୯୮୮ ବ୍ୟାଚର ଆଇପିଏସ ଅରୁଣ କୁମାର ରାୟଙ୍କୁ ଏଡ଼ିଜିପି କମୁ୍ୟନିକେସନ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ସେହିପରି…
