ଆଜି ୪୧୮୯ କରୋନା ପଜିଟିଭ୍ , କେବଳ ଖୋର୍ଦ୍ଧାରୁ ୭୧୨
ଭୁବନେଶ୍ବର () ୨୪ ଘଣ୍ଟା ମଧ୍ୟରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…
