Odia News Portal

ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ରକ୍ତର ଛିଟା: ହେମଦସ୍ତାରେ ସ୍ୱାମୀ ମୁଣ୍ଡକୁ ଛେଚି ହତ୍ୟା କଲା ସ୍ତ୍ରୀ

ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ଅନ୍ତର୍ଗତ ବନମାଳୀପୁର ଗାଁରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ସ୍ୱାମୀ ସ୍ତ୍ରୀ ସମ୍ପର୍କରେ ଲାଗିଛି ରକ୍ତର ଛିଟା | ସ୍ୱାମୀ ସ୍ତ୍ରୀ ମଧ୍ୟରେ ଥିବା କଳହ ଶେଷରେ ନେଲା ଭୟଙ୍କର ରୂପ। ହେମଦସ୍ତାରେ ସ୍ୱାମୀ ମୁଣ୍ଡକୁ ଛେଚି ହତ୍ୟା କଲା ସ୍ତ୍ରୀ। କେବଳ

ଶୀତ ଦିନିଆ ପରିବା ଓ ଉପକାରିତା –

ଶୀତ ଦିନରେ ଲୋକେ ନିଜ ଖାଦ୍ୟକୁ ନେଇ ଖୁବ ସତର୍କ ଥାନ୍ତି । ଏହି ଦିନରେ ହିଁ ବିଶେଷ କରି ଗରମ ଓ ଭିନ୍ନ ଖାଦ୍ୟ ଖାଇବାକୁ ଅଧିକ ଇଚ୍ଛା ହୋଇଥାଏ । ଏହି ସମୟରେ ବିଭିନ୍ନ ପ୍ରକାରର ପନିପରିବା ଏବଂ ବହୁ ପ୍ରକାରର ଫଳ ମଧ୍ୟ ମିଳିଥାଏ । ଆହୁରି ମଧ୍ୟ ଏହି ସମୟରେ ହିଁ ବିଭିନ୍ନ

ଭିଜିଲାନ୍ସ ଜାଲରେ ଆଉ ଜଣେ କୋଟିପତି ଅଙ୍ଗନବାଡି କର୍ମୀ,ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଭିଜିଲାନ୍ସ ଜାଲରେ ଫସିଛନ୍ତି ଆଉ ଜଣେ କୋଟିପତି ଅଙ୍ଗନବାଡି କର୍ମୀ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ହାଟସାହି ଗାଁର ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସମେତ

ଏସଆଇଟି ହାତରେ ଲାଗିଲା ବଡ଼ ପ୍ରମାଣ,ପୋଖରୀରୁ ମିଳିଲା ପରୀର ଲେଗିନ୍ସ

ପୋଖରୀରୁ ମିଳିଲା ପରୀର ଲେଗିନ୍ସ । ନୟାଗଡ଼ ଯଦୁପୁର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗାଁ ପୋଖରୀରୁ ମିଳିଲା ପରୀର ଲେଗିନ୍ସ । ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ ଟିମ୍ ପୋଖରୀ ଶୁଖାଇବା ପରେ ଏସଆଇଟି ହାତରେ ଲାଗିଥିଲା ଏହି ପ୍ରମାଣ । ମିଳିଥିବା ଲେଗିନ୍ସକୁ ଜବତ କରିବା ସହ ନିଜ

ରାଜଧାନୀରେ ତିଆରି ହେବ ଆଉ ଦୁଇଟି ନୂଆ ଫ୍ଲାଏ ଓଭର,କମିବ ଟ୍ରାଫିକ ଜାମ୍

ଭୁବନେଶ୍ୱରରେ ଆଉ ଦୁଇଟି ନୂଆ ଫ୍ଲାଏଓଭର ତିଆରି ହେବ। କଳିଙ୍ଗ ହସ୍ପିଟାଲ ଛକରୁ ରେଲ୍‌ବିହାର ଛକ ଯାଏ ପ୍ରଥମ ଫ୍ଲାଏଓଭର ହେବ। ଡମଣା ଛକରୁ ଚନ୍ଦ୍ରଶେଖରପୁର ଥାନା ଯାଏ ଆଉ ଏକ ଫ୍ଲାଏଓଭର ରହିବ। ଉଭୟ ଫ୍ଲାଏଓଭର ୬ ଲେନ୍‌ ବିଶିଷ୍ଟ ହେବା ନେଇ ସୂଚନା ମିଳିଛି ।ଏବେ ଫ୍ଲାଏଓଭର ତିଆରି ନେଇ

କରୋନାରେ ଆକ୍ରାନ୍ତ ହେଲେ ଅଭିନେତ୍ରୀ ରକୁଲ ପ୍ରିତ ସିଂହ, ଆରୋଗ୍ୟ କାମନା କଲେ ଫ୍ୟାନ୍ସ

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂହ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।ଏ ନେଇ ନିଜ ଇନ୍ସଟାଗ୍ରାମ ପେଜରେ ଏକ ପୋଷ୍ଟ ସେୟାର କରି ସେ ଲେଖିଛନ୍ତି, ‘ଅସୁସ୍ଥ ଅନୁଭବ କରିବାରୁ କରୋନା ପରୀକ୍ଷା କରାଇଥିଲି ଯାହାର ରିପୋର୍ଟ ପଜିଟିଭ୍ ଆସିଛି । ଏବେ ମୁଁ ହୋମ କ୍ବାରେଣ୍ଟାଇନ୍‌ରେ ଅଛି ଓ ସୁସ୍ଥ

ଷ୍ଟାର ବ୍ୟାଟସ ମ୍ୟାନ୍ ରୋହିତ ଶର୍ମାଙ୍କ ଟେଷ୍ଟ ଖେଳିବା ନେଇ ବଢ଼ିଲା ଆଶଙ୍କା

ଭାରତୀୟ ଦଳର ଷ୍ଟାର ବ୍ୟାଟସ ମ୍ୟାନ୍ ରୋହିତ ଶର୍ମାଙ୍କ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଖେଳିବା ନେଇ ପୁଣି ଥରେ ଆଶଙ୍କା ଦେଖା ଦେଇଛି । ଶେଷ ୨ଟି ଟେଷ୍ଟ ପାଇଁ ରୋହିତ ଦଳରେ ସ୍ଥାନ ପାଇଛନ୍ତି । ଏବେ ସେ ସିଡନୀର ଏକ ୨ କକ୍ଷ ବିଶିଷ୍ଟ ଆପାର୍ଟମେଣ୍ଟ କ୍ୱାରେଣ୍ଟାଇନରେ ରହିଛନ୍ତି ।

ପରୀ ହତ୍ୟା ଘଟଣାର ଖୁଲାସା ପରେ ଏସଆଇଟି ମୁଖ୍ୟଙ୍କ ଉପରେ ବର୍ଷିଛି ବିଜେପି

ନୟାଗଡ ପରୀ ହତ୍ୟା ଘଟଣାର ଆଜି ଖୁଲାସା କରିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ସାମ୍ବାଦିକ ସମ୍ମିଳନୀ କରି ପୁରା ଘଟଣାର ତଥ୍ୟ ପ୍ରଦାନ କରିଥିଲେ ଏସଆଇଟି ମୁଖ୍ୟ | ତେବେ ଏନେଇ ଅରୁଣ ବୋଥ୍ରାଙ୍କ ଉପରେ ବର୍ଷିଛି ବିଜେପି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ତାଙ୍କୁ କଡା ସମାଲୋଚନା କରିବା

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି,ରାତିରେ ବାସହୀନଙ୍କ ପାଇଁ ରହଣୀ ବ୍ୟବସ୍ଥାର ନିର୍ଦ୍ଦେଶ

ରାଜ୍ୟରେ ଶୀତ ଲହରୀ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି । ରାଜ୍ୟରେ ଶୀତ ଲହରି ନେଇ ଜାରି କରାଯାଇଛି ସତର୍କ ସୂଚନା । ରାଜ୍ୟରେ ଡିସେମ୍ବର ୨୩ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାତିରେ ବାସହୀନଙ୍କ ପାଇଁ ସ୍କୁଲ ଘର ଗୁଡିକରେ ରହଣୀ ବ୍ୟବସ୍ଥା କରିବାକୁ

ବ୍ରିଟେନରୁ ଆସିଥିବା ଫ୍ଲାଇଟ୍‌ରେ ୨୬୬ ଯାତ୍ରୀଙ୍କ ମଧ୍ୟରୁ ୬ ପଜିଟିଭ୍ ଚିହ୍ନଟ

ଭାରତରେ ବ୍ରିଟେନର କରୋନା ପଜିଟିଭ୍ । ବ୍ରିଟେନ୍‌ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଭାରତ ସରକାର । ସୋମବାର ରାତିରେ ଲଣ୍ଡନରୁ