Odia News Portal

କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ() କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଛି । ନିଆଁକୁ ଆୟତ କରିବାରେ ପ୍ରୟାସ ଜାରି ରଖିଛି ଦମକଳ ବାହିନୀ । କିନ୍ତୁ କିପରି ଓ କାହିଁକି ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ…

ସାରାଙ୍କ ସହ ପ୍ରଥମ ଥର ହେବି ଡୋଜ ଡ୍ରଗ୍ସ ନେଇଥିଲେ ସୁଶାନ୍ତ

ମୁମ୍ବାଇ() ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାର ଡ୍ରଗସ ଲିଙ୍କରେ ଗିରଫ ହୋଇଥିବା ତାଙ୍କ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏନସିବିକୁ ଏସକ୍ଲୁ୍ୟସିଭି ବୟାନ ଦେଇଛନ୍ତି । କେଦାରନାଥ ସୁଟିଂ ସମୟରେ ସୁଶାନ୍ତ ହେବି ଡୋଜ ଡ୍ରଗ୍ସ ନେବା ଆରମ୍ଭ କରିଦେଇଥିଲେ । ଏଥିରେ ସାରା ମଧ୍ୟ…

କୃଷି ବିଲ୍‌ କୃଷି କ୍ଷେତ୍ରରେ ଐତିହାସିକ ପରିବର୍ତ୍ତନ ଆଣିବ

ନୂଆଦିଲ୍ଲୀ()  ସଂସଦରେ ପାରିତ କୃଷି ବିଲ୍‌କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିବା ସହ ଏହି ବିଲ୍‌ ଐତିହାସିକ ବୋଲି କହିଛନ୍ତି । ଏହି କୃଷି ବିଲ୍‌ ସଂସଦରେ ପାରିତ ହୋଇଥିବାରୁ ଶ୍ରୀ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ…

ଆଜିଠାରୁ ଖୋଲିଲା ସ୍କୁଲ

ଭୁବନେଶ୍ୱର()  କରୋନା କଟକଣା ଭିତରେ ଆଜିଠାରୁ ଖୋଲିଛି ସ୍କୁଲ । କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି । ଏଥିପାଇଁ ନିୟମାବଳୀ ଜାରି କରିଛନ୍ତି କେନ୍ଦ୍ର ସରକାର । ତେବେ କଣ୍ଟେନମେଣ୍ଟ ଜୋନରେ ଥିବା ସ୍କୁଲ ଗୁଡିକୁ ଏଥିରୁ ବାଦ ଦିଆଯାଇଛି । ତେବେ ସ୍କୁଲକୁ ଛାତ୍ରଛାତ୍ରୀ…

କରୋନା ନେଲା ଆଉ ୯ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି

ଭୁବନେଶ୍ୱର() ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ୪୨୪୨ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ପାର

ଭୁବନେଶ୍ୱର() ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ…

ଏହିସବୁ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର()  ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା । ଲଘୁଚାପ ପ୍ରଭାବରେ ବଢିବ ବର୍ଷାର ପରିମାଣ । ପଶ୍ଚିମ ଓଡିଶାର ୭ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି…

୮ ସାଂସଦ ସସପେଣ୍ଡ

ନୂଆଦିଲ୍ଲୀ() ରାଜ୍ୟସଭାରେ ହଙ୍ଗାମା ପ୍ରସଙ୍ଗରେ ୮ ଜଣ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । ବିଶୃଙ୍ଖଳା ଆଚରଣ ଯୋଗୁଁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି ସାଂସଦ । ରାଜ୍ୟସଭାରେ ହଙ୍ଗାମା ପାଇଁ ବିରୋଧୀଙ୍କ ବିରୋଧରେ ହୋଇଛି ଏହି କାର୍ଯ୍ୟାନୁଷ୍ଠାନ । କୃଷି ବିଲ ଆଲୋଚନାରେ ହଙ୍ଗାମା କରିଥିବା ୮…

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର

ଭୁବନେଶ୍ବର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ଼ ନମ୍ୱର-୪ , ପାହାଳ ସେବା ସମବାୟ ସମିତି ଅତିଥି ଭବନ ପରିସରରେ ଆୟୋଜନ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ମୋ ପରିବାର ରାଜ୍ୟ ସଂଯୋଜକ ଅରୁପ ପଟ୍ଟନାୟକ ଉଦଘାଟନ କରିଥିଲେ । ଓଡ଼ିଶା ମୋ ପରିବାର ସଦସ୍ୟ ତଥା…

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା । ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ…