Odia News Portal

କରୋନା ସଂକ୍ରମିତଙ୍କୁ ଆଡଭାଇସ

ଭୁବନେଶ୍ୱର() ଗୃହ ପୃଥକବାସରେ ରହୁଥିବା କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଇଛନ୍ତି ଲାଇଭ ଆଡଭାଇସ । ଗୃହ ପୃଥକବାସରେ ରହୁଥିବା ଲୋକେ କି ପ୍ରକାର ସତର୍କତା ଅବଲମ୍ବନ କରିବେ ଏବଂ ନିଜେ କିଭଳି ନିଜର ଯତ୍ନ ନେବେ ସେନେଇ ବିଶିଷ୍ଟ ଭେଜଷ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା ଓ ଡାକ୍ତର ପ୍ରଜ୍ଞା…

ଆଜି ବି ଭୁବନେଶ୍ୱରରୁ ୩୪୨ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ବର()  ଆଜି ବି  ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୪୨ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୪୨୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ…

 ସମ୍ବାଦ ପ୍ରକାଶକ ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର ()ସମ୍ବାଦ ଖବର କାଗଜର ପ୍ରକାଶକ  ବିଜୟ କୁମାର ପଟ୍ଟନାୟକଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୬୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତରେ ଖବରକାଗଜ ଉଦ୍ୟୋଗରେ ଶୋକର ଛାୟା ଖେଳି ଯାଇଛି । ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ଏକ ବର୍ଷ ଯାଏଁ ପାଣି ବିଜୁଳି ବିଲରେ ୫୦ ପ୍ରତିଶତ ରିହାତି

ଆର୍ଥିକ ପ୍ୟାକେଜ ୮୭୫୦ ଘୋଷଣା କରାଯାଇଛି । ଏହି ୮୭୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି ଜାମ୍ମୁକାଶ୍ମୀର ଲାଗି । ଜାମ୍ମୁକାଶ୍ମୀର ଏଲଜି ମନୋଜ ସିହ୍ନା ଏହା ଘୋଷଣା କରିଛନ୍ତି । ପ୍ୟାକେଜ ଅନୁସାରେ ବିଜୁଳି ଓ ପାଣି ବିଲରେ ୫୦ ପ୍ରତିଶତ ରିହାତି ମିଳିବ । ଏକ ବର୍ଷ ଯାଏଁ ପାଣି ବିଜୁଳି…

ଶାରଦାଙ୍କ ସ୍ମୃତିରେ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର । ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏନେଇ ଅଢେଇ ଲକ୍ଷ ଟଙ୍କା…

୨୦ ବର୍ଷ ପରେ ଉପାଧ୍ୟକ୍ଷ ଆସନରେ ବିଜେଡ଼ି ସାଂସଦ

ଭୁବନେଶ୍ୱର() ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଛନ୍ତି ବିଜେଡ଼ି ସାଂସଦ । ଉପାଧ୍ୟକ୍ଷ ଭାବେ ଗୃହକାର୍ଯ୍ୟ ତୁଲାଇଛନ୍ତି ସାଂସଦ ସସ୍ମିତ ପାତ୍ର । ଦକ୍ଷତା ଓ ସାଧୁତାର ସହ ଗୃହ ପରିଚାଳନା ପାଇଁ ସସ୍ମିତଙ୍କୁ ପ୍ରଶଂସା ମଧ୍ୟ କରାଯାଇଛି । ପ୍ରାୟ ୨୦ବର୍ଷ ପରେ ରାଜ୍ୟସଭାର ଉପାଧ୍ୟକ୍ଷ…

ସିବିଆଇ ହେଉଛି ବିଜେପିର କଣ୍ଡେଇ

ଭୁବନେଶ୍ୱର()  ସିବିଆଇ ହେଉଛି ବିଜେପିର କଣ୍ଡେଇ ।  ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କ ସରକାରୀ ଓ ପୈତୃକ ବାସଭବନ ସମେତ ମୋଟ ୮ଟି ସ୍ଥାନରେ ଗତକାଲି ଚଢଉ ପରେ ଏଭଳି କହିଛନ୍ତି କଂଗ୍ରେସ ବିଧୟକ ତାରାପ୍ରସାଦ ବାହିନୀପତି । ଏହାଛଡ଼ା ସେ…

ପ୍ରବଳ ବର୍ଷିବ, ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର() ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।…

ବରମୁଣ୍ଡା ବସଷ୍ଟାଣ୍ଡ ହେବ ଆନ୍ତଃରାଜ୍ୟ ବସ ଟର୍ମିନାଲ

ଭୁବନେଶ୍ୱର()  ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡ ହେବ ଆନ୍ତଃରାଜ୍ୟ ବସ ଟର୍ମିନାଲ । ରାଜ୍ୟର ବିଭିନ୍ନ ସ୍ଥାନରୁ ବସ୍‌ ରହିବ ବରମୁଣ୍ଡାରେ । ଭୁବନେଶ୍ୱର ଡେଭ୍‌ଲପ୍‌ମେଣ୍ଟ ଅଥରିଟି- ବିଡିଏ ପକ୍ଷରୁ ଏନେଇ ଯୋଜନା ପ୍ରସ୍ତୁତ ହୋଇ ଆଜିଠାରୁ କାମ ଆରମ୍ଭ ହୋଇଛି । ଏଥିପାଇଁ ବହୁତ ସ୍ଥାନ ଆପଶ୍ୟକ…

ସୁପ୍ରିମକୋର୍ଟ ଗଲେ ଅଭିନେତ୍ରୀ ବର୍ଷା

କଟକ()  ଓଲିଉଡ଼ ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିବାବେଳେ ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ଅନୁଭବ ଦିଲ୍ଲୀର ପଟିଆଲା କୋର୍ଟରେ…