ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି
ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜିଠୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି। ଅଭିଯୁକ୍ତକୁ ଅଧିକ ପଚରାଉଚରା ପାଇଁ ତିନିଦିନିଆ ରିମାଣ୍ଡ ଲାଗି କୋର୍ଟ ମଧ୍ୟ ଗତକାଲି ଅନୁମତି ପ୍ରଦାନ କରିଥିଲା।
ଗତକାଲିର କାର୍ଯ୍ୟାନୁଷ୍ଠାନ ପରେ ଆଜି ରିମାଣ୍ଡର ପ୍ରଥମ ଦିନରେ ଅଭିଯୁକ୍ତକୁ ଜେରା!-->!-->!-->…
