Odia News Portal

ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ, ଜାଣନ୍ତୁ ମୃତକଙ୍କ ତଥ୍ୟ

ଭୁବନେଶ୍ୱର() ରାଜ୍ୟରେ ଆଜି ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ…

ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ,ଖୋର୍ଦ୍ଧାରୁ ୬୬୩

ଭୁବନେଶ୍ୱର()  ରାଜ୍ୟରେ ଆଉ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୨୪୪୧ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୧୭୬୮ ଜଣ ଆକ୍ରାନ୍ତ ହୋଇଛନ୍ତି  । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୫୫୫୦ରେ ପହଁଚିଥିବାବେଳେ ସେମାନଙ୍କ…

୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୮,୦୧୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା…

୧୨ରୁ ଓଜେଇଇ ପରୀକ୍ଷା

ଭୁୁବନେଶ୍ୱର()  ଅକ୍ଟୋବର ୧୨ରୁ ୧୯ ଯାଏ ରାଜ୍ୟରେ ହେବ ଓଜେଇଇ ପରୀକ୍ଷା । ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ଏହି ପରୀକ୍ଷା । ରାଜ୍ୟ ବାହାରେ ରାଞ୍ଚି, ପାଟନା ଓ କୋଲକାତାରେ ବି ପରୀକ୍ଷା ପାଇଁ କେନ୍ଦ୍ର ହୋଇଛି । ଏଥର ସିବିଟି ବା କମ୍ପୁଟର ଭିତ୍ତିକ କରୀକ୍ଷା ହେବା ନେଇ ସୂଚନା ମିଳିଛି…

ରାଜଧାନୀରୁ ଆଉ ୩୦୫ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୫ ଜଣ ଚିହ୍ନଟ ହୋଇଛନ୍ତି ।  ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୯୨୫ କୁ ବୃଦ୍ଧି ପାଇଛି । …

‘ନୌଲ୍‌’ ପ୍ରଭାବରୁ ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର() ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…

ହୋମ ଆସୋଲେସନ ୭୦% କରୋନା ଆକ୍ରାନ୍ତ

ଭୁବନେଶ୍ୱର() ରାଜ୍ୟରେ କରୋନା ମୁବାକିଲା ନେଇ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହୋଇଯାଇଛି ସାମ୍ବାଦିକ ସମ୍ମିଳନୀ । ଏନଏଚଏମ ନିର୍ଦ୍ଦେଶିକା ଶାଳିନର ପଣ୍ଡିତ କହିଛନ୍ତି ଯେ, ‘କୋଭିଡ ଯୁଦ୍ଧରେ ଓଡିଶା ଭଳ ସ୍ଥିତିରେ ଅଛି । ରାଜ୍ୟରେ ମୃତ୍ୟୁ ହାର ଜାତୀୟ ହାରଠାରୁ କମ୍ ରହିଛି ।…

ସୁଶାନ୍ତ ସିଂହ ମୃତ୍ୟୁ ମାମଲା: ୮ ସେଲିବ୍ରିଟିଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

ମୁଜାଫରପୁର() ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ମୁଜାଫରପୁର ଜିଲ୍ଲା କୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟର ନିର୍ଦ୍ଦେଶ ମୁତାବକ, ୮ ଜଣ ଫିଲ୍ମ ସେଲିବ୍ରିଟି ନିଜେ କିମ୍ବା ତାଙ୍କ ଓକିଲଙ୍କ ମାଧ୍ୟମରେ କୋର୍ଟରେ ହାଜର ହେବାକୁ ପଡ଼ିବ ।…

Paytmକୁ ପ୍ଲେ ଷ୍ଟୋରରୁ ବାଦ୍ ଦେଲା ଗୁଗୁଲ

ନୂଆଦିଲ୍ଲୀ() ବିଶ୍ୱର ଅଗ୍ରଣୀ ଅନଲାଇନ୍ ପେମେଣ୍ଟ ପ୍ଲାଟଫର୍ମ ପେ ଟିଏମକୁ ବଡ଼ ଝଟକା । ଜୁଆ ନୀତି (gambling policies) ଉଲ୍ଲଂଘନ ଅଭିଯୋଗରେ ପେ ଟିଏମ୍ ବିରୋଧରେ ଗୁଗୁଲ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି । ଗୁଗୁଲ୍ ପ୍ଲେ ଷ୍ଟୋରରୁ ପେ ଟିଏମର ୨ଟି ଆପ୍ଲିକେସନକୁ ଅପସାରଣ କରାଯାଇଛି ।…

ଏଣିକି ସ୍କୁଲ ଦେବ ଛାତ୍ରଛାତ୍ରୀଙ୍କୁ ଇଣ୍ଟରନେଟ୍ ସୁବିଧା

ନୂଆଦିଲ୍ଲୀ () ଏଣିକି ଦୂର ହେବ ଅନଲାଇନ୍ ପଢ଼ା ସମସ୍ୟା। କରୋନା କାଳରେ ସ୍କୁଲ କଲେଜ ବନ୍ଦ ଥିବାରୁ ଏବେ ଅନଲାଇନରେ ପଢ଼ା ଚାଲିଛି। ତେବେ ଇଣ୍ଟରନେଟ୍ ଯୋଗୁ ପଢ଼ାରେ ସମସ୍ୟା ହେଉଛି। ସବୁଠୁ ଅଧିକ ସସମ୍ୟା ଭୋଗୁଛନ୍ତି ଗରିବ ଛାତ୍ରଛାତ୍ରୀ। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ହାଇକୋର୍ଟ ଏକ ବଡ଼…