Odia News Portal

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ କୃଷିବିଲ୍କୁ ଚିରି ଫୋପାଡିଲେ କେଜ୍ରିୱାଲ

କୃଷି ଆଇନର ବିଲ୍କୁ ଚିରି ଫୋପାଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଗୁରୁବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ବିବାଦିୟ କୃଷି ବିଲକୁ ଚିରି ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରୁଥିବା ଦିଲ୍ଲୀ ସରକାର

ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାର୍କନ କରୋନା ଆକ୍ରାନ୍ତ

କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାର୍କନ। ଆଜି ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଫ୍ରାନ୍ସର ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆ ଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବାରୁ ଆସନ୍ତା ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ସେଲଫ ଆଇସୋଲେସନରେ ରହିବେ

ଶରୀରରେ ହେମୋଗ୍ଲୋବିନ୍ ମାତ୍ରା ବଢ଼ାଇବା ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବ୍ୟକ୍ତି ସୁସ୍ଥ ରହିବ ପାଇଁ ଶରୀରରେ ରକ୍ତ ସଞ୍ଚାଳନ ସୁଚାରୁ ରୂପେ ହେବା ଆବଶ୍ୟକ। ରକ୍ତରେ ହେମୋଗ୍ଲୋବିନ୍ ମାତ୍ରା କମ ହୋଇଗଲେ ଶରୀରକୁ ଅନେକ ପ୍ରକାରର ରୋଗ ମାଡ଼ିବସି ଥାଏ। ହେମୋଗ୍ଲୋବିନ ମାତ୍ରା କମ ହୋଇଗଲେ ଆପଣଙ୍କୁ ନିୟମିତ ଭାବେ ଥକାପଣ ମଧ୍ୟ ଅନୁଭୂତ ହୋଇଥାଏ। ସେଥିପାଇଁ ରକ୍ତରେ

ପ୍ରଦୀପ ପାଣିଗ୍ରାହୀଙ୍କ ପରେ ବନ୍ଧା ହେଲେ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ

ଠକେଇ ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖ୍ୟ ସହଯୋଗୀ ସର୍ବେଶ୍ୱର ରାଓ ଗିରଫ। ଜେରା ପରେ ସର୍ବେଶ୍ୱରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଏସଆଇଟି ।ସର୍ବେଶ୍ୱର ରାଓ ଚାକିରୀ ଦେବା ନାଁରେ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡପ କରିଥିବା କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଥିଲା ଏ ନେଇ ଗତକାଲି

ପ୍ରଥମ ଟେଷ୍ଟରେ କ୍ଲିନ୍ ବୋଲଡ୍ ପୃଥ୍ୱୀ ସ’,ସୋସିଆଲ ମିଡିଆରେ ବଢ଼ିଲା ଟ୍ରୋଲ୍

ଆଜିଠୁ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ୍ ସିରିଜ୍ ଆରମ୍ଭ ହୋଇଛି। ଆଡିଲେଡ୍‌ରେ ପ୍ରଥମ ମ୍ୟାଚ୍ ଖେଳାଯାଉଥିବା ବେଳେ ପ୍ରଥମେ ବ୍ୟାଟିଂ ନିଷ୍ପତି ନେଇଥିଲା ଟିମ୍ ଇଣ୍ଡିଆ।ଟେଷ୍ଟ୍ ସିରିଜର ଚୂଡାନ୍ତ ଏକାଦଶରେ ପୃଥ୍ୱୀ ସ’ଙ୍କୁ ସାମିଲ କରାଯାଇଛି । କିନ୍ତୁ ଶୁଭମନ ଗିଲ୍ ଓ କେଏଲ ରାହୁଲଙ୍କୁ ଚୂଡାନ୍ତ

ମାଲକାନଗିରିରେ ଲାଲ୍ ବାହିନୀର ତାଣ୍ଡବ,ଠିକାଦାରଙ୍କୁ ବିଚ୍‌ ରାସ୍ତାରେ ଟାଙ୍ଗିଆରେ ହାଣି ହତ୍ୟା

ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ । ଠିକାଦାରଙ୍କୁ ନିମର୍ମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ସହ ତାଙ୍କ ବୋଲେରୋ ଗାଡିଟିକୁ ଜାଳି ଦେଇଛନ୍ତି ମାଓବାଦୀ । ମାଲକାନଗିରି ମାଥିଲି ଥାନା ଜନ୍ଦ୍ରାଗୁଡା ଗାଁରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ନିର୍ମାଣକୁ ବିରୋଧ କରି ଠିକାଦାର

କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା,ଜାଣନ୍ତୁ ସାଧାରଣଲୋକଙ୍କୁ କେବେ ମିଳିବ ଟିକା?

ରାଜ୍ୟରେ କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣାରେ ଟିକା।ଜାନୁଆରୀ ମାସ ଶେଷ ସୁଦ୍ଧା ଟିକା ଆସିବାକୁ ଥିବା ବେଳେ ରାଜ୍ୟ ସରକାର ଟିକାକରଣ ବ୍ୟବସ୍ଥା କରିଛନ୍ତି । କେନ୍ଦ୍ର ଗାଇଡଲାଇନ ଅନୁସାରେ ମାଗଣା ଟିକା ମିଳିବା ନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ରାଜ୍ୟରେ ୩ଟି

କ’ଣ ସତରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି କି ଏକତା ?

ସିରିଏଲ ଓ ଫିଲ୍ମ ନିର୍ମାତା ଏକତା କପୁର ତନବୀର ବୁକୱାଲାଙ୍କ ସହ ସୋସିଆଲ ମିଡ଼ିଆରେ ଏକ ଫଟୋ ସେୟାର୍ କରିଛନ୍ତି। ଫଟୋଟି ଭାଇରାଲ ହେବାପରେ ସୋସିଆଲ ମିଡ଼ିଆରେ ତାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଫଟୋ ସହ ସେ କ୍ୟାପ୍ସନରେ ଲେଖିଛନ୍ତି, ‘ଆମେ ଏଇଠି ଅଛୁ… ଆପଣମାନଙ୍କୁ ଖୁବ ଶୀଘ୍ର

ପାଠକଙ୍କ ଉପରେ ପ୍ରଶାସନିକ ପାହାର,ମିଳିପାରେ ବାଧ୍ୟତାମୂଳକ ଅବସର

ବରିଷ୍ଠ IFS ଅଭୟକାନ୍ତ ପାଠକଙ୍କୁ ଦିଆଯାଇପାରେ ବାଧ୍ୟତାମୂଳକ ଅବସର । ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ପାଇଁ କେନ୍ଦ୍ରକୁ ସୁପାରିସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଭୟକାନ୍ତ ଅତ୍ୟଧିକ ଦୁର୍ନୀତିରେ ଲିପ୍ତ ଥିବା ଜଣେ ଅଫିସର । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ

ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ, ୧,୮୨୫ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନାରେ ଚାଲିଯାଇଛି ଆଉ ୫ ଜଣଙ୍କ ଜୀବନ। ରାଜ୍ୟରେ ଦିନ କୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ