Odia News Portal

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ , ୧୫ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର()  ଆଜି ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ଅପରାହ୍ନ ସାଢ଼େ ୫ଟାରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡ଼ିଓ କନଫେରେନ୍ସିଂରେ ମାଧ୍ୟମରେ ଏହି ବୈଠକ ବସିବାକୁ ଯାଉଛି। ଆଗାମୀ ବିଧାନସଭା…

ରାଜ୍ୟର ୫ଟି ସ୍ଥାନରେ ହେବ ଇକୋ ରିଟ୍ରିଟ୍

ଭୁବନେଶ୍ୱର() ଏଥର ରାଜ୍ୟର ୫ଟି ସ୍ଥାନରେ ହେବ ଇକୋ ରିଟ୍ରିଟ୍ ।କୋଣାର୍କ, ହୀରାକୁଦ, ଭିତରକନିକା, ଦାରିଙ୍ଗବାଡି ଓ ସାତକୋଶିଆରେ ହେବ। ପରିବେଶ ପର୍ଯ୍ୟଟନ ପାଇଁ ବୁକିଂର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଗାମୀ ୩ ମାସ ଧରି ଇକୋ ରିଟ୍ରିଟ୍…

ଭୁବନେଶ୍ୱରରୁ ୫୯ ଚିହ୍ନଟ, ୫୪ ଲୋକାଲ କେସ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ  ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୦୫ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୮୯୬ କୁ ବୃଦ୍ଧି…

ସୁନା ଦୋକାନକୁ ଡିସିପିଙ୍କ ଚେତାବନୀ

ଭୁବନେଶ୍ୱର() କରୋନା ଯୋଗୁଁ ସମସ୍ତ ପର୍ବପର୍ବାଣୀରେ କଟକଣା ଲାଗୁ ହୋଇଛି । ଏହାରି ମଧ୍ୟରେ ଦିପାବଳୀକୁ ନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି ଯେ, ‘ ଏସଆରସିଙ୍କ ଗାଇଡଲାଇନକୁ କଡାକଡି ପାଳନ କରାଯିବ । ନିୟମ ଉଲ୍ଲଂଘନ କଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ବେଆଇନ ବାଣ…

୭ଦିନରେ ମିଳିବ ଡ୍ରାଇଭିଂ ଲାଇସେନ୍ସ

ଡ୍ରାଇଭିଂ ଲାଇସେନ୍ସକୁ ଚିନ୍ତାରେ ଥିବା ଲୋକମାନଙ୍କ ପାଇଁ ଏକ ନୂଆ ଅଭିଯାନ ଆରମ୍ଭ କରିଛନ୍ତି ୟୁପି ସରକାର । ଏହା ଦ୍ୱାରା ଆବେଦନ କରିବାର ମାତ୍ର ୭ ଦିନ ଭିତରେ ହିଁ ଆବେଦନକାରୀଙ୍କ ଘରେ ପହଞ୍ଚିଯିବ ଡ୍ରାଇଭିଂ ଲାଇସେନ୍ସ ବା ଡିଏଲ । ପରିବହନ ବିଭାଗର ଏଭଳି ୨୪ ଟି ସେବାକୁ ଶେଷ କରିବା…

କଟକରେ ITAT ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

କଟକ() କଟକରେ ଆୟକର ବିଭାଗର ଅଭିଯୋଗ ଟ୍ରିବ୍ୟୁନାଲ ଆଜି ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ସାମିଲ ହୋଇଥିଲେ । ଏହା ସହ ମୁଖ୍ୟମନ୍ତ୍ରୀ…

ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ()   ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ଆଜି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଏହି ଦୁଇଟି ପ୍ଲାଟଫର୍ମ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଅଧୀନରେ ଆସିବ ବୋଲି ବିଜ୍ଞପ୍ତି ଜାରି ହୋଇଛି। ଦେଶରେ ଚାଲୁଥିବା ଅନଲାଇନ୍ ନ୍ୟୁଜ୍…

ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ

ନୂଆଦିଲ୍ଲୀ() ରିପବିଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅର୍ଣ୍ଣବଙ୍କ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି ସୁପ୍ରିମକୋର୍ଟ । ୮ ଦିନ ପରେ ଜେଲରୁ ମୁକ୍ତି ପାଇବେ ଅର୍ଣ୍ଣବ ଗୋସ୍ୱାମୀ । ଆକ୍ରୋଶମୂଳକ ଭାବେ ଅର୍ଣ୍ଣବଙ୍କୁ ଗିରଫ କରିଥିବା ଅଭିଯୋଗ…

ବିଜେପିରେ ନୀତୀଶ ବିରୋଧୀ ସ୍ୱର ତେଜୁଛି

ପାଟନା () ବିହାର ବିଜେପିରେ ଏବେ ନୀତୀଶ ବିରୋଧୀ ସ୍ୱର ଜୋରଦାର ହୋଇଛି । କେତେକ ବରିଷ୍ଠ ନେତା ଖୋଲାଖୋଲି ଭାବେ ନୀତୀଶଙ୍କୁ ଆଉ ଥରେ ମୁଖ୍ୟମନ୍ତ୍ରୀ ଭାବେ କାମ କରିବାକୁ ସୁଯୋଗ ଦେବା ଉଚିତ ନୁହେଁ ବୋଲି କହିଛନ୍ତି । ଏନଡିଏ ମେଣ୍ଟରେ ବିଜେପି ଆଗରେ ଥିବାରୁ ଜେଡିୟୁ ଏହାକୁ ସମ୍ମାନ ଦେଇ କାମ…

ଏନଡିଏକୁ ବଂଚାଇଲା ମୋଦିଙ୍କ ଏଣ୍ଟ୍ରି

ପାଟନା() କୌଣସି ଜନମତ ସର୍ଭେ ଆକଳନ ଠିକ୍‌ ହେଲା ନାହିଁ। ଜନମତ ସର୍ଭେରେ ଯେଉଁ ଫଳାଫଳ ଆସିଥିଲା ବିହାର ନିର୍ବାଚନ ଫଳାଫଳ ତାର ଠିକ ଓଲଟା ଆସିଲା। ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବଙ୍କ ମଧ୍ୟରେ କଡ଼ା ଟକ୍କର ହେଲା ସତ, କିନ୍ତୁ ଶେଷରେ ଏନ୍‌ଡିଏକୁ ମିଳିଲା ବିଜୟ ମୁକୁଟ। ୨୪୩ ଆସନରୁ ୧୨୫ଟି…