ଆଜି ଆଉ ୧୧ ମୁଣ୍ଡ ନେଲା କରୋନା, କଟକରୁ ୪
ଭୁବନେଶ୍ୱର() ଆଜି ରାଜ୍ୟରେ ୪୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୩୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି କଟକରୁ…
