Odia News Portal

ଆଇସୋଲେସନରେ ବାଚସ୍ପତି ସୂର୍ୟ୍ୟ ପାତ୍ର

ଭୁବନେଶ୍ୱର() ହୋମ୍‌ ଆଇସୋଲେସନରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର । ବାଚସ୍ପତିଙ୍କ କାର୍ୟ୍ୟାଳୟର ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହା ପରେ ଆଇସୋଲେସନକୁ ଯାଇଛନ୍ତି ସୂର୍ୟ୍ୟନାରାୟଣ ପାତ୍ର । ବାଚସ୍ପତିଙ୍କ କାର୍ୟ୍ୟାଳୟର ୪ କୋଭିଡ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଏମ୍‌ସରେ…

ବନ୍ଦ ରହିବ ୟୁନିଟ-୧ ମାର୍କେଟ

ଭୁବନେଶ୍ୱର() ଆସନ୍ତା ରବିବାର ଦିନ ହେବାକୁ ଥିବା ନିଟ ପରୀକ୍ଷା ପାଇଁ ୟୁନିଟ-୧ ମାର୍କେଟକୁ ବନ୍ଦ ରଖାଯିବା ନେଇ ନିଷ୍ପତ୍ତି ହୋଇଛି । ଦିନ ୧୧ଟାର  ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମର୍କେଟ ବନ୍ଦ ରହିବ । ୟୁନିଟ-୧ ହାଟର ଉଭୟ ହୋଲସେଲ ଓ ରିଟେଲ ବିକ୍ରି ବନ୍ଦ ରହିବ ।  ଆସନ୍ତା ୧୩ରେ ମଦର୍ସ ପବ୍ଲିକ…

ସେପ୍ଟେମ୍ବର ୧୪ରେ ମାଟ୍ରିକ ସପ୍ଲିମେଣ୍ଟାରୀ

ଭୁବନେଶ୍ୱର() ଆସନ୍ତା ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷୀ ଅନୁଷ୍ଠିତ ହେବ । ସେପ୍ଟେମ୍ବର ୧୪ରୁ ୨୪ ପର୍ଯ୍ୟନ୍ତ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ତାଙ୍କ ସୂଚନା ଅନୁଯାୟୀ ଚଳିତ…

ଓଡିଶାକୁ ସୁପ୍ରିମକୋର୍ଟଙ୍କ ନୋଟିସ୍

ନୂଆଦିଲ୍ଲୀ() ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ମାମଲାରେ ଓଡିଶା ସମେତ ୪ ରାଜ୍ୟଙ୍କୁ ନୋଟିସ୍ ପଠାଇଲେ ସୁପ୍ରିମକୋର୍ଟ । ପଶ୍ଚିମବଙ୍ଗ, ଦିଲ୍ଲୀ ଓ ତେଲେଙ୍ଗାନା ସରକାରଙ୍କୁ ମଧ୍ୟ ନୋଟିସ୍ ପଠାଯାଇଛି । ୪ ସପ୍ତାହ ମଧ୍ୟରେ ନୋଟିସର ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଧାନ…

ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଖାରଜ

ମୁମ୍ବାଇ() ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ଡ୍ରଗ୍ସକୁ ନେଇ ନୂଆ ମୋଡ ଆସିବା ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ଭାଇ ସୌଭିକଙ୍କୁ ଗିରଫ କରିଛି ଏନସିବି । ଦୁହେଁ ଭାଇ ଭଉଣୀ ଡ୍ରଗ୍ସ ନେଉଥିବା ସ୍ୱୀକାର କରିବା ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । ଏହାରି…

ବାଲେଶ୍ୱରରେ ହେବ ଆଉ ଏକ କୋଭିଡ଼ ହସ୍ପିଟାଲ

ବାଲେଶ୍ୱର() ଆଜି ବାଲେଶ୍ୱରରେ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସେଠାରେ କୋଭିଡ଼ ପରିଚାଳନାର ସମୀକ୍ଷା କରିବା ପରେ ସେ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ , ବାଲେଶ୍ୱରରେ ୧୦୦ ଶଯ୍ୟାର ଆଉ ଏକ କୋଭିଡ଼ ହସ୍ପିଟାଲ ପ୍ରତିଷ୍ଠା କରାଯିବ । ସେହି ହସ୍ପିଟାଲରେ…

ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର()  ପୁଣି ଜଣେ ଜନପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ । ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି ।  ସେ ହୋମ ଆଇସୋଲେସନରେ ଥିବାବେଳେ ତାଙ୍କ ସଂସ୍ପର୍ଶରେ…

୨୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆସନ୍ତା ୧୩ ତାରିଖରେ ପଶ୍ଚିମ ବଙ୍ଗୋପସାଗରର ଆନ୍ଧ୍ରପ୍ରଦେଶ ଉପକୂଳ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଶୁକ୍ରବାର ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଏନେଇ ୨୧ଟି ଜିଲ୍ଲା ପାଇଁ…

ଚିନ୍ତା ବଢାଉଛି ଭୁବନେଶ୍ବର, ଆଜି ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ…

ବଡ଼ ଖବର, ଆଜି ଆଉ ୩୯୯୬ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ୬୦୬

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୩୯୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…