ଆଜି ୪୩୪ ପଜିଟିଭ, ୫ ମୃତ, ଗଞ୍ଜାମରୁ ସର୍ବାଧିକ
ଭୁବନେଶ୍ବର() କମିବାରେ ଲାଗିଛିି କରୋନା ସଂକ୍ରମଣ । ଆଜି ପୁଣି ୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ କୁ ବୃଦ୍ଧି ପାଇଛି ।…
