ତ୍ବରିତ ସେବା ପାଇଁ ୧୦୯୮ଟି ପଦବୀ ମଞ୍ଜୁର
ଭୁବନେଶ୍ବର() ରାଜ୍ୟରେ ପୋଲିସ ପକ୍ଷରୁ ଯୋଗାଇ ଦିଆଯାଉଥିବା ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର, ତାହା ହେଉଛି ୧୧୨ ।ଏହା ତୁରନ୍ତ କାର୍ଯ୍ୟକାରୀ ହେବ ।
ପୋଲିସ ଆମ୍ବୁଲାନ୍ସ, ଦମକଳ ତଥା ମହିଳା ହେଲ୍ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଆଉ ଭିନ୍ନ ଭନ୍ନ ନମ୍ବରକୁ ଡାଏଲ…
