Odia News Portal

ନବୀନଙ୍କ ସମର୍ଥନ ଲୋଡିଲେ ନୀତିଶ

ଭୁବନେଶ୍ୱର() ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କଥା ହୋଇଛନ୍ତି । ଏହି ଅବସରରେ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ସମର୍ଥନ ଲୋଡ଼ିଥିବା ଜଣାଯାଇଛି । ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ…

ବଢୁଛି ମୃତ୍ୟୁ ସଂଖ୍ୟା, ଦିନକରେ ଆଉ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର() ଆଜି ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ…

ଭାରତୀୟ ବାୟୁସେନାରେ ସାମିଲ ହେଲା ୫ ଫାଇଟର୍ ଜେଟ୍ ରାଫେଲ

ନୂଆଦିଲ୍ଲୀ () ଫାଇଟର୍ ଜେଟ୍ ରାଫେଲ ଆଜି ଔପଚାରିକ ଭାବେ ଭାରତୀୟ ବାୟୁସେନାରେ ସାମିଲ ହେଲା। ଅମ୍ବାଲା ଏୟାରଫୋର୍ସରେ ଭବ୍ୟ ସମାରୋହ ଆୟୋଜନ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଫ୍ରାନ୍ସର ରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲିଙ୍କ ଉପସ୍ଥିତିରେ ପାଞ୍ଚଟି ଲଢ଼ୁଆ ବିମାନ ଆଜିଠୁ…

ଆଜି ଆଉ ୩୯୯୧ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୩୯ ହଜାର ପାର

ଭୁବନେଶ୍ୱର()ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୩୯୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩୧୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୬୭୬ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୩୯ ହଜାର ୧୨୧ କୁ ବୃଦ୍ଧି…

ନୟାପଲ୍ଳୀରେ ସଫେଇ କର୍ମଚାରୀ ମାନଙ୍କୁ କରୋନା ଯୋଦ୍ଧା ସମ୍ମାନ ପ୍ରଦାନ

ଭୁବନେଶ୍ବର : ଓଡିଶାର ଲୋକପ୍ରୀୟ ମୁଖ୍ରମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜୁ ଜନତା ଦଳର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ବିଧାୟକ ଅନନ୍ତ ନାରାୟଣ ଜେନା ଓ ବିଜୁ ଜନତା ଦଳର ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁସାନ୍ତ କୁମାର ରାଉତଙ୍କ ଆହ୍ୱାନ କ୍ରମେ ଆଜି…

କଟକ-ଭୁବନେଶ୍ବରରେ ଅଧିକ ଆମ୍ବୁଲାନସ୍‌ ଓ ICU ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର()ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନାର ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ଟପି ଥିବାରୁ ମୁଖ୍ୟମନ୍ତ୍ରୀ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।…

ଭୁବନେଶ୍ୱରରୁ ଆଉ ୪୨୭ ପଜିଟିଭ, ୨୩୬ ଲୋକାଲ କେସ

ଭୁବନେଶ୍ୱର()ଆଜି  ଭୁବନେଶ୍ୱରରୁ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୪୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୨୩୬ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା…

ଉପନିର୍ବାଚନ ନିମନ୍ତେ ସମୀକ୍ଷା ବୈଠକ

ଭୁବନେଶ୍ୱର() ଭାରତ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତି ଅନୁସାରେ ବିହାର ବିଧାନସଭା ନିର୍ବାଚନ ସହିତ ଓଡ଼ିଶାର ଦୁଇଟି ବିଧାନସଭା ଆସନ ଯଥା ୩୮-ବାଲେଶ୍ୱର ଓ ୧୦୨-ତିର୍ତ୍ତୋଲ ନିମନ୍ତେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏହି ପରିେପ୍ରକ୍ଷୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ଆଜି ମୋ ଘର ଭାଙ୍ଗିଛି, କାଲି ତୋ ଗର୍ବ ଭାଙ୍ଗିବ

ମୁମ୍ବାଇ () ଅଭିନେତ୍ରୀ କଙ୍ଗନା ରଣାଓ୍ବତ ଓ ମହାରାଷ୍ଟ୍ର ସରକାର ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ଏହା ସହ ଏମାନଙ୍କ ବିବାଦ ଦିନକୁ ଦିନ ଉଗ୍ର ରୂପ ନେଉଛି। ଏହି କ୍ରମରେ କଙ୍ଗନା ମୁମ୍ବାଇ ପହଞ୍ଚିବା ପୂର୍ବରୁ ବିଏମସି ଆକ୍ସନ ମୋଡ୍‌‌କୁ ଆସିଛି। ବିଏମସି ବାନ୍ଦ୍ରାର ପାଲି ହାଉସ…

ସଦାଶିବ ପ୍ରଧାନଙ୍କୁ କରେନା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ…