ସୋଆ ରେ ପୂର୍ବାଂଚଳ ପ୍ରାକ୍ ସାଧାରଣତନ୍ତ୍ର ଦିବସ ଏନ୍ଏସ୍ଏସ୍ ପ୍ୟାରେଡ କ୍ୟାମ୍ପ ଉଦ୍ୟାପିତ
ଭୁବନେଶ୍ୱର() ନୂଆଦିଲ୍ଲୀରେ ଅନୁÂିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପ୍ୟାରେଡ ନିମନ୍ତେ ନ୍ୟାସ୍ନାଲ୍ ସର୍ଭିସ ସ୍କିମ୍ (ଏନ୍ଏସ୍ଏସ୍)ର କଂଟିଜେଂଟ ଚୟନ ନିମନ୍ତେ ଆୟୋଜିତ ୧୦ ଦିନିଆ ପୂର୍ବାଂଚଳ ପ୍ରି ରିପବ୍ଲିକ୍ ଡେ କ୍ୟାମ୍ପ ଉଦ୍ୟାପିତ ହୋଇଯାଇଛି । ନଭେମ୍ବର ୨୨ ତାରିଖରୁ ଶିକ୍ଷା ଓ …
