Odia News Portal

ବିଡେନଙ୍କୁ ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କଲା ଡେସ୍କ ଏଚକ୍ୟୁ !

ନୂଆଦିଲ୍ଲୀ()  ଆମେରିକୀୟ ରାଷ୍ଟ୍ରପତି ନିର୍ବାଚନ ସମାପ୍ତ ହୋଇନଥିବା ବେଳେ ଜୋ ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି ଏକ ମାଗାଜିନ । ଡେସ୍କ ଏଚକ୍ୟୁ ନାମକ ମାଗାଜିନ ବିଡେନଙ୍କ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି । ସରକାରୀ ଭାବରେ କିଛି…

ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ବର()  ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ୧ କେଜି ୧୦୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ । ବ୍ରାଉନସୁଗାର ଚୋରା କାରବାର ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ବାଲେଶ୍ବର ସହଦେବଖୁଣ୍ଟା ସ୍ଥିତ ହୋଟେଲ ଜ୍ୟୋତିସାଗରରୁ ଏମାନଙ୍କୁ…

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦୦ ପାର

ଭୁବନେଶ୍ବର()  ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ବାଲେଶ୍ବର, କଳାହାଣ୍ଡି,…

ରାଜ୍ୟର ୩ ଲକ୍ଷ ଟପିଲା ପଜିଟିଭ ସଂଖ୍ୟା

ଭୁବନେଶ୍ବର()  ରାଜ୍ୟରେ ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୯୬ ଜଣ ଚିହ୍ନଟ ହୋଇଥିବାବେଳେ ୫୭୬ଟି ଲୋକାଲ କେସ୍‌ ରହିଛି। ନୂତନ…

ଚରିତ୍ର ପଞ୍ଜିକା ନ ମିଳିଲେ ପଦୋନ୍ନତି ଘୁଞ୍ଚିବ

ଭୁବନେଶ୍ୱର() ଏଣିକି କୌଣସି କ’ ଓ ‘ଖ’ ଶ୍ରେଣୀର କର୍ମ·ରୀଙ୍କର ଆବଶ୍ୟକ ପରିମାଣର ଚରିତ୍ର ପଞ୍ଜିକା ନ ମିଳିଲେ ତାଙ୍କ ପାଇଁ ପୂର୍ବପରି ପଦବୀ ସଂରକ୍ଷିତ ରଖାଯିବ ନାହିଁ । ରାଜ୍ୟ ସରକାର ଗତ ଅଗଷ୍ଟ ମାସରେ ସରକାରୀ କର୍ମ·ରୀଙ୍କ ଚରିତ୍ର ପଞ୍ଜିକା ନିୟମାବଳୀରେ ଏକ ସଂଶୋଧନ ଆଣି କହିଛନ୍ତି ଯେ…

ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର() ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମାତ୍ର କରୋନା…

ବୈଜୟନ୍ତ ଓ ଜଗିଙ୍କୁ ଗିରଫ କରିବାକୁ ଦାବି

ଭୁବନେଶ୍ୱର () ତୁଟୁନି ଜମି କେଳେଙ୍କାରୀର ଅସଲି ଗୁମର । ଦିନ ଗଡ଼ିବା ସହ ଏହି କେଳେଙ୍କାରୀକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଏବ ସାରୁଅ ସମରରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି । ଷଷ୍ଠ ଦିନରେ ଧାରଣାରେ ବସିଛନ୍ତି ଠିକା କର୍ମଚାରୀ । ଠିକା କର୍ମଚାରୀଙ୍କ ଆନ୍ଦୋଳନରେ ସାମିଲ…

ମୋ ବସ୍‌’କୁ ପୂରିଲା ଦୁଇ ବର୍ଷ

ଭୁବନେଶ୍ୱର()  ‘ମୋ ବସ୍‌’କୁ ଦୁଇ ବର୍ଷ ପୂରିଛି । ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସ୍‌ ପାଠଶାଳା ପୁସ୍ତକକୁ ଉନ୍ମୋଚନ କରିଛନ୍ତି । ଯାତ୍ରୀଙ୍କୁ ଡିଜିଟାଲ ପେମେଣ୍ଟ ସୁବିଧା ଦେବାକୁ ଆଜିଠୁ କ୍ରୁଟ୍‌ ଟ୍ୟାପ୍‌ ଆଣ୍ଡ ପେ ସ୍ମାର୍ଟ କାର୍ଡ ଆରମ୍ଭ କରାଯାଇଛି ।…

OJEE ରେଜଲ୍ଟ ପ୍ରକାଶ

ଭୁବନେଶ୍ୱର() ଚଳିତବର୍ଷର OJEE ରେଜଲ୍ଟ ଆଜି ପ୍ରକାଶ ପାଇଛି । ବୈଷୟିକ ଶିକ୍ଷା ଓ ଦକ୍ଷତା ମନ୍ତ୍ରୀଙ୍କ ଦ୍ୱାରା ଫଳ ପ୍ରକାଶ ପାଇଛି । ପରୀକ୍ଷା ଦେଇଥିବା ୪୯,୨୬୭ ପିଲାଙ୍କୁ ରାଙ୍କ ମିଳିଛି । ଶୋଭିତ ପଟେଲ ବି.ଟେକ୍ ଓ ଶ୍ୟାମସୁନ୍ଦର ପଟେଲ ଏମ୍.ଟେକ୍ ଟପର ହୋଇଛନ୍ତି । ଏମବିଏରେ ଶୁଭକାନ୍ତ…

ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର() ଆଜି ବିଜେଡି ଛାଡିଛନ୍ତି ଜୀବନ ପ୍ରଦୀପ ଦାସ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଜୀବନ ଇସ୍ତଫା ଦେଇଛନ୍ତି । ଦଳ ଛାଡିବା ପରେ ସେ କହିଛନ୍ତି ଯେ, ‘ଦଳ ମୋତେ ଅଣାଦଖା କରୁଥିଲା । ଉପ-ନିର୍ବାଚନରେ ଦଳ ଯାହା ଦାୟିତ୍ୱ ଦେଇଥିଲା କରିଥିଲି ।’ ତେବେ ଗତକାଲି ଦଳରୁ ନିଲମ୍ବିତ ହୋଇଥିଲେ…