ପଦରୁ ଇସ୍ତଫା ଦେଲେ ମନୋରଞ୍ଜନ ଷଡଙ୍ଗୀ
ଭୁବନେଶ୍ୱର() ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଲେ ମନୋରଞ୍ଜନ ଷଡଙ୍ଗୀ । ଓଡିଶା ଇନଫ୍ରା ଟେକ୍ ନିର୍ଦ୍ଦେଶକ ପଦରୁ ଆଜି ଇସ୍ତଫା ଦେଇଛନ୍ତି ମନୋରଞ୍ଜ । ଅସୁସ୍ଥତା କାରଣରୁ ଇସ୍ତଫା ଦେଇଥିବା ଚିଠିରେ ଦର୍ଶାଯାଇଛି । ଦୀର୍ଘଦୀନ ହେବ ମଧୁମେହ ଓ ଉଚ୍ଚ ରକ୍ତଚାପରେ ସେ ଆକ୍ରାନ୍ତ ହୋଇଥିଲେ । ଇଓଡବ୍ଲୁ…
