ଆଉ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ, ଭୁବନେଶ୍ବରରୁ ସର୍ବାଧିକ
ଭୁବନେଶ୍ବର() ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ଓ ମୟୂରଭଞ୍ଜରୁ ତିନିଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ଼, ନବରଙ୍ଗପୁରଓ ସମ୍ବଲପୁରରୁ ଜଣେ…
