କାଳିଆର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ
ଭୁବନେଶ୍ୱର() କଟକ ବଡମେଡିକାଲରେ ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ‘କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ । ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ…
