୨୯ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର() ଆସନ୍ତା ୨୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଦକ୍ଷିଣ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପକ୍ଷରେ …
