Odia News Portal

୧ରୁ ରାଜ୍ୟରେ ପୁଣି ବର୍ଷିବ

ଭୁବନେଶ୍ୱର()  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ୪୮ ଘଣ୍ଟା ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବ ।…

ସ୍କୁଲ ଖୋଲିବା ନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲ ଆସିପାରିବେ । ତେବେ ରାଜ୍ୟରେ…

ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିଶନର ପ୍ରେମଚନ୍ଦ୍ରଙ୍କ ପ୍ରତିକ୍ରିିୟା

ଭୁବନେଶ୍ୱର()  ନଭେମ୍ବର ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଗାଇଡଲାଇନ୍ ଆସିବା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ଧର୍ମାନୁଷ୍ଠାନ ଖୋଲିବା ପ୍ରସଙ୍ଗରେ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ନିଜର ପ୍ରତିକ୍ରିିୟା…

ଆଉ ୧୨ ମୁଣ୍ଡ ନେଲା କରୋନା, ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡରୁ…

ଆଜି ୧୪୭୦ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଅନଲକ୍-୬ର ଗାଇଡଲାଇନ୍ ଜାରି

ଭୁବନେଶ୍ୱର()  ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏହି ଗାଇଡଲାଇନ୍ ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ଜାରି ରହିବ । ଅତ୍ୟାବଶ୍ୟକ ସେବାକୁ ବାଦ ଦେଲେ ଅନ୍ୟ ସେବାକୁ ମନା ହୋଇଛି ।…

ନଭେମ୍ବର ୧୬ରୁ ଖୋଲିବ ସ୍କୁଲ

ଭୁବନେଶ୍ବର()  ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ନଭେମ୍ବର ୧୬ ତାରିଖରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ତେବେ କେବଳ ନବମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପୂଜା ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରହିବା ନେଇ…

ହୋମଗାର୍ଡଙ୍କୁ ଉଚିତ ପ୍ରାପ୍ୟ ପ୍ରଦାନ ପାଇଁ ଚିଠି

ଭୁବନେଶ୍ୱର() ଓଡିଶା ହୋମଗାର୍ଡଙ୍କୁ ବିଭିନ୍ନ ସମସ୍ୟା ଓ ସେମାନଙ୍କୁ ଉଚିତ ପ୍ରାପ୍ୟ ପ୍ରଦାନ ପାଇଁ ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘର ଅଧ୍ୟକ୍ଷ ଅମେରଶ ଜେନା ଶକ୍ତିମନ୍ତ୍ରୀ କ୍ୟାପେଟନ ଦିବ୍ୟସିଂହ ମିଶ୍ରଙ୍କୁ ଏକ ପତ୍ର ପ୍ରଦାନ କରିଛନ୍ତି । ଓଡିଶା ହୋମଗାର୍ଡ ମାନେ ନିଜ ଜୀବନକୁ ବାଜି ଲଗାଇ…

ଲିଙ୍ଗରାଜ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ 5ଟି ସଚିବ

ଭୁବନେଶ୍ୱର() ସଜେଇ ହେଉଛି ଓଡ଼ିଶା । ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଏକାମ୍ରକ୍ଷେତ୍ରର ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟ । ଯାହାର ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିର ପରେ ଏବେ ଫୋକସରେ ଏକାମ୍ରକ୍ଷେତ୍ର । ଆଜି ଭୋରରୁ ଲିଙ୍ଗରାଜ ମନ୍ଦିରରେ ବିଭିନ୍ନ…

ରମାଦେବୀ ବିଶ୍ୱବିଦ୍ୟାଳୟର ୟୁଜି, ପିଜି ରେଜଲ୍ଟ ପ୍ରକାଶ

ଭୁବନେଶ୍ୱର()  ରମାଦେବୀ ବିଶ୍ୱବିଦ୍ୟାଳୟର ୟୁଜି, ପିଜି ରେଜଲ୍ଟ ଆଜି ପ୍ରକାଶ ପାଇଛି । ପିଜିରେ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ୍ ୮୯.୪୬% ଛାତ୍ରୀ ପାସ୍ କରିଛନ୍ତି । ୟୁଜି କଳାରେ ୯୦.୬୦%, ବିଜ୍ଞାନରେ ୯୪.୪୮% ଓ ବାଣିଜ୍ୟରେ ୭୪.୨୧% ପାସ୍ ହାର ରହିଛି । ବି.ଇଡିରେ ଶତ ପ୍ରତିଶତ ଛାତ୍ରୀ…