ଦିନକରେ ଆଉ ୯ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର() ରାଜ୍ୟରେ ଆଜି ୩୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ, ଖୋର୍ଦ୍ଧା, କଟକ, ବଲାଙ୍ଗୀର ଜିଲ୍ଳାରୁ ୨ଜଣ ଲେଖାଏଁ, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ…
