ଭୁବନେଶ୍ୱରରୁ ୮୭ ପଜିଟିଭ, ୬୮ ଲୋକାଲ କେସ
ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ ମାତ୍ର ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୦୭୨ କୁ…
