୨୪ ଘଣ୍ଟାରେ ବାତ୍ୟା ରୂପ ନେବ ଅବପାତ, ପ୍ରବଳ ବର୍ଷିବ
ଭୁବନେଶ୍ୱର() ଅବପାତର ରୂପ ନେଲା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କଡ ଲୋ-ପ୍ରେସର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ା ବା ବାତ୍ୟାର ରୂପ ନେବ । ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ ଏବଂ ପଣ୍ଡିଚେରୀ ମଧ୍ୟରେ…
