Odia News Portal

ବନ୍ଧା ହେଲେ ଭୁବନେଶ୍ୱର ସବକଲେକ୍ଟର ଅଫିସର ବରିଷ୍ଠ କିରାଣି

ଭୁବନେଶ୍ୱର() ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବନ୍ଧା ହୋଇଛନ୍ତି ରାଜଧାନୀ ଭୁବନେଶ୍ୱରର ସବକଲେକ୍ଟର ଅଫିସର ବରିଷ୍ଠ କିରାଣି ଉଦୟନାଥ ଜେନା । କୋଟିପତି ଉଦୟଙ୍କୁ ଆଜି ଗିରଫ କରିଛି ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ । ତେବେ ଗତକାଲି ଉଦୟଙ୍କ ଭୁବନେଶ୍ୱର ସରକାରୀ କାର୍ଯ୍ୟାଳୟ,…

ଆଉ ୧୨ ମୁଣ୍ଡ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର() ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼…

ଆଜି ୧୦୧୮ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର()  ରାଜ୍ୟରେ ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮୫ ଜଣ ଚିହ୍ନଟ ହୋଇଥିବାବେଳେ ୪୩୩ଟି ଲୋକାଲ କେସ୍‌ ରହିଛି। ନୂତନ…

ଉପନିର୍ବାଚନ ତାତିକୁ ବଳିଗଲାଣି ସୋସିଆଲ ମିଡିଆ ଯୁଦ୍ଧ

ଭୁବନେଶ୍ବର ()  ରାଜ୍ୟରେ ଅନୁଷ୍ଠିତ ଦୁଇଟି ଉପନିର୍ବାଚନରେ ବିଜେଡି ବାଜିମାତ୍‍ କରିବାପରେ ଏବେ ସୋସିଆଲ ମିଡିଆରେ ଆରମ୍ଭ ହୋଇଛି ଛାୟା ଯୁଦ୍ଧ । ବିଜେଡି ନେତାମାନେ ବିଜୟ ଶ୍ରେୟ ନେବାପାଇଁ ସୋସିଆଲ ମିଡିଆକୁ ବ୍ୟବହାର କରୁଥିବାବେଳେ ପରାସ୍ତ ହୋଇଥିବା ବିଜେପି ଓ କଂଗ୍ରେସ ନେତାମାନେ ଏବେ…

ଓଡିଶାକୁ କେନ୍ଦ୍ରର ବନ୍ୟା ସହାୟତା ଘୋଷଣା

ନୂଆଦିଲ୍ଲୀ() ଓଡିଶା ସମେତ ୬ଟି ରାଜ୍ୟକୁ ସହାୟତା ରାଶି ଘୋଷଣା କରିଛି କେନ୍ଦ୍ର । ବାତ୍ୟା ‘ଅମ୍ପାନ’, ନିସର୍ଗ ସହ ବାତ୍ୟା ଓ ଭସ୍ଖଳନ ପାଇଁ ସହାୟତା ରାଶି ଘୋଷଣା ହୋଇଛି । ୬ ରାଜ୍ୟକୁ କେନ୍ଦ୍ରର ୪୩୮୧.୮୮ କୋଟିର ଅତିରିକ୍ତ ସହାୟତା ରାଶି ଘୋଷଣା ହୋଇଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ସଚିନ ପାଇଲଟଙ୍କୁ କରୋନା

ଜୟପୁର()  କଂଗ୍ରେସ ନେତା ସଚିନ ପାଇଲଟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସୋସିଆଲ ମିଡିଆ ସାଇଟ ଟ୍ୱିଟ୍ଟର ଜରିଆରେ ପାଇଲଟ ଏହି ସୂଚନା ପ୍ରଦାନ କରିଛନ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହୋମ ଆଇସୋଲେସନରେ ରହିଥିବା ନେଇ ପାଇଲଟ ସୂଚନା ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ…

ଅଳ୍ପକେ ବର୍ତ୍ତିଲେ ସାଂସଦ

ଦେବଗଡ଼()  ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ। ସମ୍ବଲପୁର ସାଂସଦଙ୍କ କାର୍‌କୁ ଟ୍ରକ୍‌ ଧକ୍କା ଦେଇଛି । ତେବେ ସାଂସଦ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦେବଗଡ଼ ଥାନା ତଥା ତିଳେଇବଣି ବ୍ଲକ କୁରଡ଼ ଗାଁ ଏନ୍‌ଏଚ୍-୫୩ରେ ଏହି ଘଟଣା ଘଟିଛି। ସମ୍ବଲପୁରରୁ ଫେରୁଥିବା ବେଳେ…

ପୟାଶ୍ରାଦ୍ଧରେ ଜଳିବନି କାଉଁରିଆ

ପୁରୀ() ଦୀପାବଳିରେ ହେଉଥିବା ପୟା ଶ୍ରାଦ୍ଧ ଉପରେ ପ୍ରଶାସନ କଟକଣା ଲଗାଇଛି । ଶ୍ରୀମନ୍ଦିର ଆଗରେ କାଉଁରିଆ କାଠି ଜାଳି ପାରିବେନି ଶ୍ରଦ୍ଧାଳୁ ବୋଲି ସୂଚନା ରହିଛି । ଘରେ ରହି ପୟା ଶ୍ରାଦ୍ଧ ପାଳନ କରିବାକୁ ପ୍ରଶାସନ ଅନୁରୋଧ କରିଛି । ତେବେ ଶ୍ରଦ୍ଧାଳୁମାନେ କେବଳ ପୟାଶ୍ରାଦ୍ଧ କର୍ମ କରି…

କ୍ୟାବିନେଟରେ ୧୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର() ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ୧୮ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।କୃଷି ଉତ୍ପାଦନ ଓ ପଶୁପାଳନ ମାର୍କେଟିଂ ଅଧିନିୟମକୁ ମଞ୍ଜୁରୀ ମିଳିଛି। କୋଭିଡ ମହାମାରୀରେ କୃଷକଙ୍କୁ ତୁରନ୍ତ ଲାଭ ଦେବା ପାଇଁ ଏହି ଅଧିନିୟମ ।ଗ୍ରୀଡ଼କୋ ଋଣ କରିବାକୁ ୨୬ ଶହ କୋଟିର ଗ୍ୟାରେଣ୍ଟିକୁ…

ବିଶ୍ୱସ୍ତରରେ ବିଏମସି ସୃଷ୍ଟି କଲା ସ୍ୱତନ୍ତ୍ର ପରିଚୟ

ଭୁବନେଶ୍ୱର() ବିଶ୍ୱସ୍ତରରେ ଭୁବନେଶ୍ୱର ମହାନଗର ନିଗମ ସୃଷ୍ଟି କରିପାରିଛି ସ୍ୱତନ୍ତ୍ର ପରିଚୟ । ପରିମଳ ଓ ପରିବେଶ ଉପରେ ଗୁରୁତ୍ୱ ଦେଉଥିବା ବିଏମସିକୁ ମିଳିଛି ବଡ଼ ସଫଳତା । ମଳ ପରିଚାଳନା ଓ ପ୍ରଦୂଷଣ ନିୟନ୍ତ୍ରଣ କ୍ଷେତ୍ରରେ ବିଏମସିକୁ ମିଳିଛି ଆାଇଏସ୍ଓ ସାର୍ଟିଫିକେଟ୍ । ଏକ୍ଷେତ୍ରରେ…