ଭୁବନେଶ୍ୱରରେ ଆଡ଼ମ୍ବରଶୂନ୍ୟ ପୂଜା
ଭୁବନେଶ୍ୱର() କରୋନା ସଂକ୍ରମଣ ସମୟରେ ଭୁବନେଶ୍ୱରରେ ଆଡ଼ମ୍ବରଶୂନ୍ୟ ପୂଜା କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଆଜି ବିଭିନ୍ନ ପୂଜା କମିଟି ସହ ପୁଲିସ କମିଶନରଙ୍କ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ ପୂଜାରେ କ’ଣ କରାଯିବ ଓ କ’ଣ ନକରାଯିବ ସେ ସମ୍ପର୍କରେ ଜାଣନ୍ତୁ
୧-…
