୧୨ ମାସ ଶିଶୁର ଶ୍ୱାସନଳୀରୁ ବାହାରିଲା ଆତ ମଞ୍ଜି, ସମ୍ ଅଲ୍ଟିମେଟ୍ ମେଡିକେୟାର ବିଶେଷଜ୍ଞଙ୍କ ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱର() ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ପୁଣି ସଫଳତାର ସହ ସମ୍ପାଦିତ ହୋଇଛି ଏକ ଜଟିଳ ଅସ୍ତ୍ରୋପଚାର । ଏକ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ ଶିଶୁର ଜୀବନ ସଙ୍କଟାପନ୍ନ ହୋଇପଡିଥିଲା…
