୨୨ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ, ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର() ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ । ଯାହା ପରବର୍ତ୍ତୀ ୨୪ ଘଣ୍ଟାରେ ଭୀଷଣ ହେବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗବିତ୍…
