ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର() ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ଏନେଇ ପୋଲିସ ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ…
