Odia News Portal

ଆଇପିଏଲରେ ଏକ ଅଲୋଡା ରେକର୍ଡର ଅଧିକାରୀ ହେଲେ ରୋହିତ ଶର୍ମା

ମୁମ୍ବାଇ()   ଆଇପିଏଲରେ ଆଉ ଏକ ଅଲୋଡା ରେକର୍ଡର ଅଧିକାରୀ ହୋଇଛନ୍ତି ଭାରତୀୟ ଉପ ଅଧିନାୟକ ରୋହିତ ଶର୍ମା । ଚଳିତ ସିଜିନରେ ରୋହିତଙ୍କ ବ୍ୟାଟ ନୀରବ ରହିଥିବା ବେଳେ ମୁମ୍ବାଇ କିନ୍ତୁ ପ୍ରଥମ ଦଳ ଭାବରେ ଫାଇନାଲରେ ପ୍ରବେଶ କରି ସାରିଛି । କ୍ୱାଲିଫାୟର-୧ରେ ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲରେ ଖାତା…

ସ୍ଥଗିତ ହେଲା ମାଟ୍ରିକ୍ ଫର୍ମ ପୂରଣ

ଭୁବନେଶ୍ୱର()  ରାଜ୍ୟରେ ସ୍ଥଗିତ ହେଲା ମାଟ୍ରିକ୍ ଫର୍ମ ପୂରଣ । ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରବର୍ତ୍ତୀ ବିଜ୍ଞପ୍ତିରେ ଫର୍ମ ପୂରଣ ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି । ତେବେ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ…

ଓଡ଼ିଶା ଇନଫ୍ରାଟେକର ଆଉ ଜଣେ ନିର୍ଦ୍ଦେଶକଙ୍କୁ ନୋଟିସ୍‌

ଖୋର୍ଦ୍ଧା() ସାରୁଅ ଜମି କେଳେଙ୍କାରୀ ମାମଲାରେ ବୈଜୟନ୍ତ ପଣ୍ଡା ଓ ଜଗି ମଙ୍ଗତ ପଣ୍ଡାଙ୍କ କଂପାନୀ ଓଡ଼ିଶା ଇନଫ୍ରାଟେକର ଆଉ ଜଣେ ନିର୍ଦ୍ଦେଶକଙ୍କୁ ନୋଟିସ୍‌ କରାଯାଇଛି । ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ପଚରାଉଚରା ପାଇଁ ନୋଟିସ୍‌ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ୍‌ । ନିହାର ଭୂୟାଁ…

ବିଡେନଙ୍କୁ ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କଲା ଡେସ୍କ ଏଚକ୍ୟୁ !

ନୂଆଦିଲ୍ଲୀ()  ଆମେରିକୀୟ ରାଷ୍ଟ୍ରପତି ନିର୍ବାଚନ ସମାପ୍ତ ହୋଇନଥିବା ବେଳେ ଜୋ ବିଡେନଙ୍କୁ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି ଏକ ମାଗାଜିନ । ଡେସ୍କ ଏଚକ୍ୟୁ ନାମକ ମାଗାଜିନ ବିଡେନଙ୍କ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ଭାବରେ ଘୋଷଣା କରିଛି । ସରକାରୀ ଭାବରେ କିଛି…

ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ବର()  ପୁଣି କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ୧ କେଜି ୧୦୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି ଏସ୍‌ଟିଏଫ୍‌ର ସ୍ପେଶାଲ ଟିମ୍‌ । ବ୍ରାଉନସୁଗାର ଚୋରା କାରବାର ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି । ବାଲେଶ୍ବର ସହଦେବଖୁଣ୍ଟା ସ୍ଥିତ ହୋଟେଲ ଜ୍ୟୋତିସାଗରରୁ ଏମାନଙ୍କୁ…

ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୪୦୦ ପାର

ଭୁବନେଶ୍ବର()  ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ତିନିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ବାଲେଶ୍ବର, କଳାହାଣ୍ଡି,…

ରାଜ୍ୟର ୩ ଲକ୍ଷ ଟପିଲା ପଜିଟିଭ ସଂଖ୍ୟା

ଭୁବନେଶ୍ବର()  ରାଜ୍ୟରେ ଆଜି ୧୩୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୯୬ ଜଣ ଚିହ୍ନଟ ହୋଇଥିବାବେଳେ ୫୭୬ଟି ଲୋକାଲ କେସ୍‌ ରହିଛି। ନୂତନ…

ଚରିତ୍ର ପଞ୍ଜିକା ନ ମିଳିଲେ ପଦୋନ୍ନତି ଘୁଞ୍ଚିବ

ଭୁବନେଶ୍ୱର() ଏଣିକି କୌଣସି କ’ ଓ ‘ଖ’ ଶ୍ରେଣୀର କର୍ମ·ରୀଙ୍କର ଆବଶ୍ୟକ ପରିମାଣର ଚରିତ୍ର ପଞ୍ଜିକା ନ ମିଳିଲେ ତାଙ୍କ ପାଇଁ ପୂର୍ବପରି ପଦବୀ ସଂରକ୍ଷିତ ରଖାଯିବ ନାହିଁ । ରାଜ୍ୟ ସରକାର ଗତ ଅଗଷ୍ଟ ମାସରେ ସରକାରୀ କର୍ମ·ରୀଙ୍କ ଚରିତ୍ର ପଞ୍ଜିକା ନିୟମାବଳୀରେ ଏକ ସଂଶୋଧନ ଆଣି କହିଛନ୍ତି ଯେ…

ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର() ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ୍ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମାତ୍ର କରୋନା…

ବୈଜୟନ୍ତ ଓ ଜଗିଙ୍କୁ ଗିରଫ କରିବାକୁ ଦାବି

ଭୁବନେଶ୍ୱର () ତୁଟୁନି ଜମି କେଳେଙ୍କାରୀର ଅସଲି ଗୁମର । ଦିନ ଗଡ଼ିବା ସହ ଏହି କେଳେଙ୍କାରୀକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି । ଏବ ସାରୁଅ ସମରରେ ଆଉ ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି । ଷଷ୍ଠ ଦିନରେ ଧାରଣାରେ ବସିଛନ୍ତି ଠିକା କର୍ମଚାରୀ । ଠିକା କର୍ମଚାରୀଙ୍କ ଆନ୍ଦୋଳନରେ ସାମିଲ…