କରୋନା ନେଲା ଆଉ ୮ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି
ଭୁବନେଶ୍ୱର() ରାଜ୍ୟରେ ଆଜି ୩୬୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ ଲେଖାଏଁ, ବରଗଡ଼, ଭଦ୍ରକ, ବଲାଙ୍ଗୀର ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ…
