କଂଗ୍ରେସ ଛାଡିଲେ ଦୁଲାଲ ପ୍ରଧାନ
ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନେତାଙ୍କ ଇସ୍ତଫା ତାଲିକା ଧୀରେ ବଢିବାରେ ଲାଗିଛି । ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସରେ ଇସ୍ତଫା ଧାରା ଜାରି ରହିଛି । ଏହି କ୍ରମରେ ଆଜି ଜଣେ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍…