Odia News Portal

ବିଧାନସଭାରେ ବାଜିଲା ହୁଇସିଲ୍

କଂଗ୍ରେସ ବିଧାୟକ ହୁଇସିଲ୍ ବଜେଇଲେ, ବାଚସ୍ପତି ବିଧାନସଭାକୁ ମୁଲତବି ଘୋଷଣା କଲେ । ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କିନ୍ତୁ ଆରମ୍ଭ

ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?

ଦୀର୍ଘ ପ୍ରାୟ ଦୁଇବର୍ଷ ପରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନୂଆମୋଡ଼ ନେଇଛି । କ୍ରାଇମବ୍ରାଂଚ ତଦନ୍ତରେ ସନ୍ତୁଷ୍ଟ ନହୋଇ ନବଙ୍କ ପରିବାର ସଦସ୍ୟମାନେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ପରେ ହତ୍ୟାକାଣ୍ଡ ଘଟଣାର ସାନି ତଦନ୍ତ

 ‘ନବ ଦାସଙ୍କ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’

ପ୍ରକୃତ ଦୋଷୀକୁ ଧରାଯାଇ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ ବୋଲି ଭରସା ଦେଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ

ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଆସନ୍ତା ୨

ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ

ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା । ୫ ଦିନ ରିମାଣ୍ଡରେ ନେବା ପାଇଁ ଇଓଡବ୍ଲ୍ୟୁ କୋର୍ଟରେ ଆବେଦନ କରିଛି । ରିମାଣ୍ଡରେ

ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ, ଦୁଇ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ବୁଧବାର ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା

ହୋଲଡିଂ ଟ୍ୟାକ୍ସ: କୁଆଡ଼େ ଗଲା ବିଏମସିର ସଂଶୋଧିତ ତାଲିକା ?

ଛଅ ଦିନ ପରେ ବି ଭୁବନେଶ୍ବର ମହାନଗର ନିଗମ (ବିଏମସି) ହୋଲଡିଂ ଟ୍ୟାକ୍ସ ବାକି ରଖିଥିବା ବଡ଼ ଖିଲାପକାରୀଙ୍କ ତ୍ରୁଟିଶୂନ୍ୟ ତାଲିକା ଏପର୍ଯ୍ୟନ୍ତ କାହିଁକି ପ୍ରକାଶ କରୁନି ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ବଡ଼ ବଡ଼ିଆଙ୍କ ଚାପରେ ଚେପା ହୋଇଯାଇଛି କି ବିଏମସି? ମାର୍ଚ୍ଚ ୧୧ ତାରିଖ

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମ୍ ବ୍ରାଞ୍ଚର ଟିମ୍ ତନାଘନା

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ କ୍ରାଇମ୍ ବ୍ରାଞ୍ଚ ପକ୍ଷରୁ ଆଜି ଦ୍ବିତୀୟ ଦିନରେ ପୁଣି ତଦନ୍ତ ଆରମ୍ଭ ହୋଇଛି। ଆଜି ସକାଳୁ କ୍ରାଇମ୍ ବ୍ରାଞ୍ଚ ଟିମ୍ ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ତନାଘନା କରିଛି। ଗୁଳିକାଣ୍ଡ ପରେ କେତେବେଳେ ଓ କିପରି ଏୟାରଲିଫ୍ଟ ହୋଇଥିଲା

ଟ୍ରିପଲ୍ ମର୍ଡର ପରେ ଗାଁରେ ଉତ୍ତେଜନା, ଥାନାରେ ୧୨ ଅଟକ

ଗୁଣି ଗାରେଡ଼ିରୁ ଗଡ଼ିଲା ୩ ମୁଣ୍ଡ । ଗଞ୍ଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଞ୍ଚଳରେ ଅନ୍ଧ ବିଶ୍ଵାସରୁ ୩ ଜଣଙ୍କୁ ହତ୍ୟା କରାଯାଇଛି । ତିନି ତିନି ଜଣଙ୍କୁ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି । ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ ଖାରିପଲ୍ଲୀ ଗାଁରେ ହତ୍ୟାକାଣ୍ଡକୁ ନେଇ ଉତ୍ତେଜନା ଲାଗି ରହିଥିବା

ଓଲଟିଲା ଯାତ୍ରୀବାହୀ ବସ୍, ଚାଲିଗଲା ଜଣଙ୍କ ଜୀବନ

ନବରଙ୍ଗପୁର ଥାନା ତାରାଗାଁ ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟିବା ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହାଛଡ଼ା ଏହି ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଥିବା ଜଣାଯାଇଛି। ବସଟି ଉମରକୋଟରୁ ଜୟପୁର ଅଭିମୁଖେ ଯାଉଥିବାର ସୂଚନା ରହିଛି। ଜୟପୁର ଅଭିମୁଖେ ଯାଉଥିବା ଏସ୍‌ବିଟି ନାମକ ଏକ ଘରୋଇ