ଭୁବନେଶ୍ୱରରୁ ଆଉ ୩୮୬ କରୋନା ପଜିଟିଭ, ୨୦୩ ଲୋକାଲ କେସ
ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।…
