ଆଉ ୧୭ଜଣଙ୍କ ମୃତ୍ୟୁ, ଭୁବନେଶ୍ୱରରୁ ସର୍ବାଧିକ
ଭୁବନେଶ୍ୱର() ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସୁନ୍ଦରଗଡ଼ରୁ ଓ…
