ଆଉ ୯ ମୁଣ୍ଡ ନେଲା କରୋନା, ସୁନ୍ଦରଗଡରୁ ସର୍ବାଧିକ
ଭୁବନେଶ୍ବର() ଆଜି ୧୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସୁନ୍ଦରଗଡରୁ…
