Odia News Portal

ପୂର୍ବତନ ଡିଜିପି ଏସ କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର() ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଏସ କେ ଚାଟାର୍ଜୀଙ୍କ ପରଲୋକ ଘଟିଛି । ଗତକାଲି ବିଳମ୍ବିତ ରାତିରେ ନୂଆଦିଲ୍ଲୀଠାର ପରଲୋକ ଘଟିଥିବା ଡିଜିପି ଅଭୟ ଜଣାଇଛନ୍ତି । ଏହି ସହ ସେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଚାଟାର୍ଜୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ତେବେ…

ଡ଼ ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ ସଙ୍ଘର ସଭାପତି ଭାବେ ନିର୍ବାଚିତ

ଭୁବନେଶ୍ୱର() ଓଡିଶା କ୍ରୀଡା ଦୁନିଆ ପାଇଁ ଦୀପାବଳୀ ଅବସରରେ ସୁଖଦ ଖବର । ଆଉ ଜଣେ ଓଡ଼ିଆ ଜାତୀୟ କ୍ରୀଡା ସଙ୍ଘର ନେତୃତ୍ୱ ସମ୍ଭାଳିବାକୁ ଯାଉଛନ୍ତି। କିଟ୍ ଓ କିସ୍ ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ସାର୍ ଡ଼.ଅଚ୍ୟୁତ ସାମନ୍ତ ଭାରତୀୟ ଭଲିବଲ ସଙ୍ଘ (VFI) ର ସଭାପତି ଭାବେ ନିର୍ବାଚିତ…

ଆସନ୍ତାକାଲି ଶପଥ ନେବେ ନୀତୀଶ

ବିହାର() ବିହାରରେ ବିଜୟ ଲାଭ କରିଥିବା ଏନଡିଏ ବିଧାୟକ ଦଳର ନେତା ହୋଇଛନ୍ତି ନୀତୀଶ କୁମାର । ଆଜି ରାଜ୍ୟପାଳଙ୍କୁ ଭେଟିବେ ନୀତୀଶ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ନୀତୀଶ କୁମାର ଶପଥ ନେବେ ବୋଲି ସୂଚନା ମିଳିଛି । ସପ୍ତମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନୀତୀଶ ।

୧୮ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର()  ନଭେମ୍ବର ୧୮ରେ ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ପ୍ରଶ୍ନକାଳ ରହିବ କି ନାହଁ ସେନେଇ ଆଲୋଚନା ହେବ। ଏହା ସହ ଗୃହ କିଭଳି ସୁରୁଖୁରୁରେ ଚାଲିବ ସେନେଇ ମଧ୍ୟ ଆଲୋଚନା ହେବ। ଗତ ଅଧିବେଶନ ପରି ଚାଲିବ ଅଧିବେଶନ। ଦୈନିକ ୨ଟି ପର୍ଯ୍ୟାୟରେ ଚାଲିବ ଗୃହକାର୍ଯ୍ୟ।

ଆଉ ୭୫୩ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ପାର

ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୭୫୩କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୮୬୫୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ବଡ଼ ଖବର, ଆଉ ୧୭ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୭୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି…

ସାଙ୍ଘାତିକ ସ୍ଥିତିରେ ବାୟୁ ମଣ୍ଡଳ

ସାଙ୍ଘାତିକ ସ୍ଥିତିରେ ବାୟୁ ମଣ୍ଡଳ । ରାଜଧାନୀ ଦିଲ୍ଲୀ ଏନସିଆରରେ ବିଷାକ୍ତ ହେଲା ବାୟୁ । ଦୀପାବଳିରେ ବାଣ ଫୁଟାଇବା ଯୋଗୁଁ ସାଙ୍ଘାତିକ ସ୍ଥିତିରେ ରହିଛି ବାୟୁର ମାନ । ଆନନ୍ଦ ବିହାର, ବିମାନ ବନ୍ଦର ଅଞ୍ଚଳରେ ବାୟୁର ମାନ ସାଙ୍ଘାତିପ ହୋଇଛି । କିଛି ଅଞ୍ଚଳରେ ଘନ କୁହୁଡି ଯୋଗୁଁ ନିକଟରୁ…

ଭୁବନେଶ୍ବରେ ଉଦ୍‌ଘାଟିତ ହେଲା ସର୍ଜିକାଲ୍‌ ମାସ୍କ ତିଆରି କାରଖାନା

ଭୁବନେଶ୍ୱର() ପ୍ରଥମ ଥର ପାଇଁ ଓଡ଼ିଶାର ରାଜଧାନୀ ଭୁବନେଶ୍ବରଠାରେ ସର୍ଜିକାଲ୍‌ ମାସ୍କ ତିଆରି କରାଖାନାର ଉଦ୍‌ଘାଟନ ହୋଇଛି । ଭୁବନେଶ୍ୱର ସ୍ଥିତ ଚନ୍ଦକା ଶିଳ୍ପାଞ୍ଚଳରେ କରୋନା ମୁକାବଲା ଓ ବାୟୁ ପ୍ରଦ୍ୟୁଷଣ କୁ ଆଖି ଆଗରେ ରଖି ଏନ୯୫ , କେ ଏନ ୯୫ ଓ ସର୍ଜିକାଲ ମାସ୍କ ତିଆରି କରିବା କାରଖାନା…

ଓରଟେଲରୁ ଇସ୍ତଫା ଦେଲେ ଶିବପ୍ରସାଦ ଶ୍ରୀଚନ୍ଦନ

ଭୁବନେଶ୍ୱର()  ଜଗି ମଙ୍ଗତ ପଣ୍ଡା ଏବଂ ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ମାଲିକାନାରେ ଥିବା ଓରଟେଲରୁ ଇସ୍ତଫା ଦେଇଛନ୍ତି ଶିବପ୍ରସାଦ ଶ୍ରୀଚନ୍ଦନ । ସେ ଓରଟେଲର ବରିଷ୍ଠ କାର୍ଯ୍ୟନିର୍ବାହୀ(ଜମି) ଭାବେ ଦୀର୍ଘ ୧୩ ବର୍ଷ ଧରି କାର୍ଯ୍ୟ କରୁଥିଲେ । ତାଙ୍କ ସରଳତାର ସୁଯୋଗ…

ବାଣ ଫୁଟାଉଥିଲେ ୧୦୦କୁ ଫୋନ କରନ୍ତୁ

ଭୁବନେଶ୍ୱର() ଦୀପାବଳିକୁ ନେଇ ସବୁ ଖୁସି ଛଡ଼ାଇ ନେଇଛି କରୋନା । ପର୍ବ ଅଛି ହେଲେ ତାହାର ମହକ ଆଉ ନାହିଁ । କରୋନା ପାଇଁ ଧର୍ମାନୁଷ୍ଠାନ ଠାରୁ ଆରମ୍ଭ କରି ସମସ୍ତ ପର୍ବପର୍ବାଣିରେ କଟକଣା ଜାରି କରିଛନ୍ତି ସରକାର । ତେବେ ଦୀପାବଳିକୁ ନେଇ ପୂର୍ବରୁ ଏକ ଗାଇଡଲାଇନା ଜାରି କରାଯାଇଥିଲା ।…