ବାରଣ୍ଡାରେ ନବଜାତ ଶିଶୁ ପୁତ୍ରକୁ ଛାଡି ଚାଲିଗଲେ ମହିଳା
ମୋହନା : ଗଜପତି ଜିଲ୍ଲା ଆର,ଉଦୟଗିରି ଥାନା ଅନ୍ତର୍ଗତ କୁଶପଲ୍ଲୀ ଗ୍ରାମର ପ୍ରିୟତମ ଭୁୟାଁ ନାମକ ଜଣେ ଯୁବତୀଙ୍କ ବାରଣ୍ଡାରୁ ଏକ ନବଜାତ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଛି । ଶୁକ୍ରବାର ଅପରାହ୍ନରେ ଜଣେ ମହିଳା କୁଶପଲ୍ଲୀ ସ୍ଥିତ ପ୍ରିୟତମଙ୍କ ଘରକୁ ଯାଇ ପିଇବାକୁ ପାଣି ମାଗିଥିଲେ ।…
