ଅଳ୍ପକେ ବର୍ତ୍ତିଲେ ସାଂସଦ
ଦେବଗଡ଼() ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସମ୍ବଲପୁର ସାଂସଦ। ସମ୍ବଲପୁର ସାଂସଦଙ୍କ କାର୍କୁ ଟ୍ରକ୍ ଧକ୍କା ଦେଇଛି । ତେବେ ସାଂସଦ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦେବଗଡ଼ ଥାନା ତଥା ତିଳେଇବଣି ବ୍ଲକ କୁରଡ଼ ଗାଁ ଏନ୍ଏଚ୍-୫୩ରେ ଏହି ଘଟଣା ଘଟିଛି। ସମ୍ବଲପୁରରୁ ଫେରୁଥିବା ବେଳେ…
