ନବରଙ୍ଗପୁର ୩ ଦିନ ସଟ୍ଡାଉନ୍
ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି। ଦିନକରେ ୪୩ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ନବରଙ୍ଗପୁର ଜିଲ୍ଲା ୩ ଦିନ ସଟ୍ଡାଉନ୍ ଘୋଷଣା କରାଯାଇଛି।…
