ଆଜି ଆଉ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୪୩
ଭୁବନେଶ୍ୱର() ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଛି ।…
