ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରଛାତ୍ରୀଙ୍କୁ ମିଳିନି ଏ-୧ ଗ୍ରେଡ
ଭୁବନେଶ୍ୱର() ଗୁରୁବାର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସପ୍ଲିମେଣ୍ଟାରୀରେ ମୋଟ ୧୫, ୨୪୪ ଛାତ୍ରଛାତ୍ରୀ ପାସ କରିଛନ୍ତି । ତେବେ ସବୁଠୁ ବଡ଼ କଥା ହେଲା ଯେ, ସପ୍ଲିମେଣ୍ଟାରୀ ପରୀକ୍ଷାରେ କୌଣସି ଛାତ୍ରଛାତ୍ରୀଙ୍କୁ ଏ-୧ ଗ୍ରେଡ ମିଳିନାହିଁ ।
ତେବେ ଏ-୨ ଗ୍ରେଡରେ…
