ମୁଁ ଜିତିଛି ନିର୍ବାଚନ
ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପ୍ରାର୍ଥୀ ଜୋଏ ବାଇଡେନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧରାଶାୟୀ କରିଛନ୍ତି।ଏଥିସହ ବାଇଡେନ ଆମେରିକାର ୪୬ତମ ରାଷ୍ଟ୍ରପତି ହୋଇଛନ୍ତି ।
ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଏବେ ମଧ୍ୟ ପରାଜୟ ସ୍ଵୀକାର କରି ନାହାନ୍ତି। ବାଇଡେନଙ୍କ ବିଜୟ…
